ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହେଲେ ଗଞ୍ଜାମ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ବହିଷ୍କାର କରାଯାଇଛି। ତେବେ ଆଇଏଫଏସ୍‌ ଅଫିସର ପାଠକ ଏବଂ ତାଙ୍କ ପୁଅଙ୍କ ସହ ସମ୍ପର୍କକୁ ନେଇ ସେ ବିବାଦରେ ରହିଥିଲେ।