ବିଧାୟକ ପ୍ରଶାନ୍ତ ମୁଦୁଲି କରୋନା ସଂକ୍ରମିତ

ଭୁବନେଶ୍ୱର,୪।୯(ବ୍ୟୁରୋ)-ବିଜେଡିର ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଜଗତସିଂହପୁର ବିଧାୟକ ତଥା ବିଜେଡି ବରିଷ୍ଠ ନେତା ପ୍ରଶାନ୍ତ କୁମାର ମୁଦୁଲି ଶୁକ୍ରବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ସେ ତାଙ୍କ ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି। ସେ ଏବେ ସୁସ୍ଥ ଥିବାବେଳେ ନିଜ ଘରେ ସଙ୍ଗରୋଧରେ ରହିଛନ୍ତି। ତାଙ୍କ ସଂସ୍ପଶର୍ର୍ରେ ଆସିଥିବା ଲୋକମାନେ ନିଜର କୋଭିଡ ପରୀକ୍ଷା କରାଇ ନେବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲିଙ୍ଗରାଜ ମନ୍ଦିର ଉଚ୍ଛେଦ ପ୍ରସଙ୍ଗ: ଜବରଦଖଲରେ ପାର୍ଶ୍ୱ ଦେବଦେବୀ ପୀଠ

ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ଉଚ୍ଛେଦକୁ ସବୁ ମହଲରୁ ସ୍ବାଗତ କରାଯାଉଛି। ହେଲେ ଶ୍ରୀଲିଙ୍ଗରାଜଙ୍କ ରୀତିନୀତି ସହ ଜଡ଼ିତ ଅନ୍ୟ ପାର୍ଶ୍ୱ...

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଆର୍‌ ଡବ୍ଲ୍ୟୁଏସ୍‌ଏସ୍‌ର ଅତିରିକ୍ତ ଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କୁ ଶନିବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଶୁକ୍ରବାର...

ମହିଳାଙ୍କ ମୃତଦେହ ଜବତ, ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୧୯।୩: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବଡକେନ୍ଦୁଗୁଡ଼ା ଗ୍ରାମରେ ଶୁକ୍ରବାର ଏକ ବନ୍ଦ କୋଠରିରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଆମପାଣି ପୋଲିସ...

ଗୋଇନ୍ଦା ଚିଠିକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ବର,୧ା୫(ବ୍ୟୁରୋ): ହନୁମାନ ଜୟନ୍ତୀରେ ହିଂସା ଉପୁଜିପାରେ ବୋଲି ଗୋଇନ୍ଦା ବିଭାଗ ପୂର୍ବରୁ ରିପୋର୍ଟ ଦେଇଥିବା ଜଣାପଡ଼ିବା ପରେ ଏବେ ରାଜ୍ୟ ରାଜନୀତି ଜୋର୍‌ ଧରିଛି। ହନୁମାନ...

୫ଦିନ ପ୍ରବଳ ବର୍ଷା: ୩ ଦିନରେ ସାରା ରାଜ୍ୟକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାକୁ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏଥିପାଇଁ କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଥିବାବେଳେ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ପ୍ରାକ୍‌-ମୌସୁମୀ ବର୍ଷା ଲାଗି...

ମହମବତି ଆଲୋକରେ ଚାଲିଛି ପାଠପଢ଼ା

ଦାରିଙ୍ଗବାଡି,୨୪।୪ (ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌ କାଟକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ...

୨ ବର୍ଷ ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର: ଶ୍ୟାମାମଣି, ଉପେନ୍ଦ୍ରଙ୍କୁ ‘କବିସମ୍ରାଟ୍‌ ଉପେନ୍ଦ୍ର ଭଞ୍ଜ ସମ୍ମାନ’

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ନୃତ୍ୟ, ସଙ୍ଗୀତ ଓ ନାଟ୍ୟକଳା କ୍ଷେତ୍ରରେ ବିଶେଷ ଅବଦାନ ତଥା ଆଜୀବନ ସାଧନା ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ୨୦୧୭...

ବ୍ରହ୍ମପୁରରେ ଖୋଲିବ ‘ନେକ୍‌’ ଓଡ଼ିଶା ଜୋନ୍‌ ଚାପ୍ଟର

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଓଡ଼ିଶାରେ ଖୋଲିବ ନ୍ୟାଶନାଲ ଏଗ୍‌ କୋର୍ଡିନେଶନ କମିଟି(ଏନ୍‌ଇସିସି ବା ନେକ୍‌)ର ଓଡ଼ିଶା ଜୋନ୍‌ ଚାପ୍ଟର। ବ୍ରହ୍ମପୁରରେ ଏହି ଚାପ୍ଟର ଖୋଲିବ। ଏହା ପୂର୍ବରୁ ଓଡ଼ିଶାର...

Advertisement
Archives

Model This Week