କଲାମଙ୍କ ବାଲେଶ୍ୱର ସହିତ ଅବଦାନକୁ ମନେପକାଇଲେ ବିଧାୟକ

501 1

ବାଲେଶ୍ୱର ଅଫିସ, ୧୫।୧୦: ବିଜୁ ଜନତା ଦଳ ବାଲେଶ୍ବର ସଦର ନିର୍ବାଚନମଣ୍ଡଳୀ ପକ୍ଷରୁ ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡ. ଏ.ପି.ଜେ. ଅବଦୁଲ କଲାମଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବାଲେଶ୍ବର ସହରର ଷ୍ଟେଶନ ଛକରେ ଥିବା କଲାମଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂର୍ବତନ କାଉନସିଲର ବିଶ୍ବଜିତ୍‌ ମହାପାତ୍ରଙ୍କ ଆବାହତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାଲେଶ୍ବର ସଦର ବିଧାୟକ ସ୍ବରୂପ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଡ. କଲାମଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପ୍ରଣ କରିବା ସହ ମିଜାଇଲମ୍ୟାନ୍‌ଙ୍କ ବାଲେଶ୍ବର ସହିତ ଥିବା ଅବଦାନକୁ ମନେପକାଇଥିଲେ। ସମ୍ମାନିତ ଅତିଥି ଭାବେ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ପୂର୍ବତନ ଉପନଗରପାଳ ମନୋଜ ରାଉତ, କାଉନ୍‌ସିଲର ମୀନା ମହାନ୍ତି, ଶୋଭା ମହାପାତ୍ର, କାର୍ତ୍ତିକ ସାହୁ, ସବିତାରାଣୀ ଦାସ, ସେକ୍‌ ଆୟୁବ୍‌, ପୂର୍ବତନ କାଉନ୍‌ସିଲର ସାକିର ଖାନ୍‌, ସଦର ବ୍ଲକ ବିଜେଡି ସଭାପତି ବସନ୍ତ ପଣ୍ଡା, ବିଜେଡି ଜିଲା ଏସି ସେଲ୍‌ ସଭାପତି ଶତ୍ରୁଘ୍ନ ମଲ୍ଲିକ, ଜୋନାଲ ବିଜୁ ଯୁବ ଜନତା ଦଳ ସାଧାରଣ ସମ୍ପାଦକ ଧୀରେନ ନାୟକ, ସଦର ବିଜେଡି ଯୁବ ସଭାପତି ସେକ୍‌ ଅନ୍‌ସାର, ଟାଉନ ଯୁବ ସଭାପତି ଉମାଶଙ୍କର ତିଆଡି ପ୍ରମୁଖ ଯୋଗ ଦେଇଥିଲେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com
Your Paragraph Text 1 1

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

Your Paragraph Text 1

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

13131313

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

U0k3o5c8 Jasprit Bumrah 625x300 14 December 25

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

90 3

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

78 1

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

Aaa

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

3232 1

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives

Dharitri Rashifala2
Model This Week
ମଣ୍ଟୁ

ପିଲାଙ୍କ ଧରିତ୍ରୀ

PILANKA DHARITRI
Why Dharitri