ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ କରିଛନ୍ତି।

ବିଧାୟକ ପ୍ରଥମେ ଗଜପତି ନଗର ଯାଇ ସେଠାରେ ୨ଟି କଲ୍ୟାଣ ମଣ୍ଡପ ନିର୍ମାଣ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିଥିଲେ। ପରେ ପାଲୁରୁଗଡ଼ ଦଳିତ ସାହିରେ ଠାକୁରାଣୀ ମନ୍ଦିର ପାଇଁ ବିଧାୟକଙ୍କ ପାଣ୍ଠିରୁ ଅର୍ଥ ସହଯୋଗ କରିବେ ବୋଲି କହିଛନ୍ତି।

ଏହି ଗସ୍ତ ବେଳେ ବିଧାୟକ ପ୍ରତିନିଧି ମାନସ ନାହାକ, ଯୁବ ନେତା ଅମୁଲ୍ୟ ଦଳାଇଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ନିର୍ୱାଚନ ମଣ୍ଡଳୀରେ ଲୋକଙ୍କ ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ବିଧାୟକ ନାୟକଙ୍କ ତତ୍ପରତା ଦେଖି ସ୍ଥାନୀୟ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିବା ସହ ବିଧାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ ଶୈଳୀକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ନୀଳାଚଳଙ୍କ ନିବେଦନ ପରେ ସରପଞ୍ଚଙ୍କ ତତ୍ପରତା, ଖୁବଶୀଘ୍ର ମିଳିବ…

ଗଞ୍ଜାମ,୬ା୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ୍ ମଲାଡ ପଞ୍ଚାୟତ ଅନ୍ତର୍ଗତ ଲୁଙ୍ଗୁରୀ ଗ୍ରାମର ନୀଳାଞ୍ଚଳ ରାସ୍ତା କଡ଼ରେ ଗୋଟିଏ ନଡ଼ିଆ ବାହୁଙ୍ଗା ଓ ଜରି ପାଲ…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri