ଶିକ୍ଷା ସହିତ ମନୋରଞ୍ଜନ ନିତ୍ୟାନ୍ତ ଆବଶ୍ୟକ କହିଲେ ବିଧାୟକ

ପରଜଙ୍ଗ,୫।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ପିଏମ୍‌ ଶ୍ରୀ ମହେଶ୍ଚନ୍ଦ୍ର ସୁବହୁସିଂହ ନୋଡାଲ ବିଦ୍ୟାପୀଠଠାରେ ସୋମବାର ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ପରଜଙ୍ଗ ବିଧାୟକ ବିଭୂତି ଭୂଷଣପ୍ର ଧାନଙ୍କ କରକମୋଳରେ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ବକ୍ତା ଭାବେ ବ୍ଲକ ଅଧକ୍ଷା ଶର୍ମିଷ୍ଠା ଦଳବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧକ୍ଷା ଯଶଶ୍ୱିନୀ ରାଉତ, ବ୍ଲକ ଶିକ୍ଷା ଅଧିକାରିଣୀ ପ୍ରିୟଦର୍ଶିନୀ ନାୟକ, ପଞ୍ଚସଖା ଶିକ୍ଷା ସେତୁ ସଭାପତି ନାରାୟଣ ବିନାୟକ, ବିଦ୍ୟାଳୟ ଶିକ୍ଷା କମିଟି ସଭାପତି ଅନ୍ତର୍ଯ୍ୟାମୀ ନାୟକ ଯୋଗ ଦେଇଥିବା ବେଳେ କାର୍ଯ୍ୟକ୍ରମକୁ ସହକାରୀ ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ନନ୍ଦ ପରିଚାଳନା କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବର ସଭାପତି ପ୍ରଶାନ୍ତ କୁମାର ବିକ୍ରମ ସିଂହଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛ। କୁମୁସି ହାଇସ୍କୁଲର ଶିକ୍ଷକ ମଳୟ କୁମାର ପଣ୍ଡା ମଞ୍ଚ ପରିଚାଳନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ସ୍କୁଲ ଛାତ୍ରୀଛାତ୍ର ମାନଙ୍କ ଦ୍ୱାରା ଅତିଥି ମାନଙ୍କୁ ସ୍ବାଗତ କରିବା ସହ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ବିଧାୟକ ବିଭୂତି ଭୂଷଣ ପ୍ରଧାନ ତାଙ୍କ ବ୍ୟକ୍ତବରେ କହିଥିଲେ ଆଜିର ଦିନରେ ଶିକ୍ଷା ସହିତ ମନୋରଞ୍ଜନ ନିତ୍ୟାନ୍ତ ଆବଶ୍ୟକ ବୋଲି କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri