ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ। ଏହି ପ୍ରସଙ୍ଗକୁ ପ୍ରିମାଚ୍ୟୁର ି କହିଛନ୍ତି ହାଇକୋର୍ଟ। ବିଧିବଦ୍ଧ ବିଜ୍ଞପ୍ତି ହୋଇ ନ ଥିବା ଦର୍ଶାଇ ମାମଲା ଗ୍ରହଣୀୟ ହେବନି ବୋଲି କୋର୍ଟ ରାୟ ଦେଇଛନ୍ତି । ବିଧିବଦ୍ଧ ବିଜ୍ଞପ୍ତି ପରେ ମାମଲା କରିପାରିବେ ବୋଲି ଆବେଦନକାରୀଙ୍କୁ ଅନୁମତି ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବହଳପଦରରେ ଜବରଦଖଲ ଉଚ୍ଛେଦ: ଗ୍ରାମବାସୀଙ୍କ ଦାବି ହେଲା ପୂରଣ, ନିର୍ମାଣ ହେବ କୃଷି ସମବାୟ କାର୍ଯ୍ୟାଳୟ

ଅମରପାଲି, ୧୦।୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ଗ୍ରାମରେ ସରକାରୀ ଜମିରୁ ବେଆଇନ ଜବରଦଖଲ ଉଚ୍ଛେଦ କରାଯାଇଛି। ଉଚ୍ଛେଦ ପରେ ଜମିକୁ…

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri