ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ। ଏହି ପ୍ରସଙ୍ଗକୁ ପ୍ରିମାଚ୍ୟୁର ି କହିଛନ୍ତି ହାଇକୋର୍ଟ। ବିଧିବଦ୍ଧ ବିଜ୍ଞପ୍ତି ହୋଇ ନ ଥିବା ଦର୍ଶାଇ ମାମଲା ଗ୍ରହଣୀୟ ହେବନି ବୋଲି କୋର୍ଟ ରାୟ ଦେଇଛନ୍ତି । ବିଧିବଦ୍ଧ ବିଜ୍ଞପ୍ତି ପରେ ମାମଲା କରିପାରିବେ ବୋଲି ଆବେଦନକାରୀଙ୍କୁ ଅନୁମତି ଦିଆଯାଇଛି।

 

Dharitri – Odisha’s No.1 Odia Daily