ମିଶନ ଶକ୍ତି ଭବନ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୩।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ନିକଟରେ ପ୍ରାୟ ୩୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ମିଶନ ଶକ୍ତି ଭବନକୁ ଗୁରୁବାର ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଉଦ୍‌ଘାଟନ କରିଛନ୍ତି।

ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଡ଼ିଓ ଡ. ଚିତ୍ତରଞ୍ଜନ ଦାସ, ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, ଉପାଧ୍ୟକ୍ଷା କେ. ପୂଜା, ସିଡିପିଓ ପୁଷ୍ପାଞ୍ଜଳୀ ଶତପଥୀ, ବ୍ଳକ ପ୍ରକଳ୍ପ ଅଧିକାରୀ ସଙ୍ଗୀତା ପଣ୍ଡା, ସରପଞ୍ଚ ଫନୀନ୍ଦ୍ର ଚନ୍ଦ୍ର ଗୋସୱାମୀ, ଲିଙ୍ଗରାଜ ଦୋରା, ସରପଞ୍ଚ ପ୍ରତିନିଧି ସନ୍ତୋଷ ଦୋରା ଏବଂ ମିଶନ ଶକ୍ତି ମହିଳା ଗୋଷ୍ଠୀର କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

ବିଧାୟକ ଦିଗପହଣ୍ଡି ସହର ଉପକଣ୍ଠ ଘୋଡାହାଡ ଡ଼୍ୟାମ ରାସ୍ତାରେ ପହଞ୍ଚି ପ୍ରାୟ ୧୩ କୋଟି ୮୨ ଲକ୍ଷ ଟଙ୍କା ଅଟକଳ ବ୍ୟୟରେ ନୂତନ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ ସକାଶେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ, ଉପାଧକ୍ଷା, ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ ଇଂ. ସ୍ବରାଜ ପାଣିଗ୍ରାହୀ, କାଉନସିଲର ସୁଶାନ୍ତ ପାତ୍ର, ନୀଳମାଧବ ଗୌଡ, କରିସ୍ମା ନାୟକ, ସନ୍ତୋଷିନୀ ବେହେରା, ଗୌରାଙ୍ଗ ଚରଣ ବେହେରା, ଭାଜପା ଜିଲା ଉପସଭାପତି ପରେଶ ଚନ୍ଦ୍ର ରଥ, ଯୁବମୋର୍ଚ୍ଚା ଜିଲା ଉପସଭାପତି ବାପି ପ୍ରଧାନ, ସମ୍ପାଦକ ନନ୍ଦ କିଶୋର ସାହୁ, ସେବା ସମବାୟ ସମିତି ପୂର୍ବତନ ଜିଲା ସଭାପତି ସନାତନ ସଂଗ୍ରାମ ସିଂଙ୍କ ସମେତ ବହୁ କାଉନସିଲର ଏବଂ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri