ହିତାଧିକାରୀଙ୍କ ସହ ଧାରଣାରେ ବସିଲେ ବିଧାୟକ

ନୀଳଗିରି, ୩୧।୧(ସ୍ବ.ପ୍ର.): ନୀଳଗିରି ବ୍ଲକରେ ସଦ୍ୟ ପ୍ରକାଶିତ ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ବହୁ ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିଥିବା ବେଳେ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍‌ କରାଯାଇଛି। ଅଯୋଗ୍ୟ ହିତାଧିକାରୀଙ୍କ ନାମ ଦେଖି ଅନେକ ଯୋଗ୍ୟ ହିତାଧିକାରୀ ପ୍ରଶାସନିକ କଳର ନିଷ୍କ୍ରିୟତାକୁ ଦାୟୀ କରିବା ସହ ଯୋଜନାରୁ ବାଦ୍‌ ପଡ଼ିଥିବାରୁ ତଦନ୍ତ ଦାବି କରିଥିଲେ। ଯୋଗ୍ୟ ହିତାଧିକାରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ନୀଳଗିରି ଭାଜପା ପକ୍ଷରୁ ସୋମବାର ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ଦଳୀୟ ନେତୃବୃନ୍ଦ ଓ ହିତାଧିକାରୀମାନେ ବ୍ଲକ ସମ୍ମୁଖରେ ଗଣଧାରଣା ଦେଇଛନ୍ତି।
ଥିବା ପିଇଓମାନେ ମନଇଚ୍ଛା ନାମକୁ ତାଲିକାଭୁକ୍ତ କରାଇଥିବା ଅଭିଯୋଗ ଆଣିଛନ୍ତି। ଧାରଣାସ୍ଥଳରେ ନୀଳଗିରି ବିଡିଓ ରାହୁଲ ମଣ୍ଡଳ ପହଞ୍ଚତ୍ ଘଟଣାରେ ଉପଯୁକ୍ତ ତଦନ୍ତ କରାଯାଇ ଯୋଗ୍ୟ ହିତାଧିକାରୀଙ୍କ ନାମକୁ ତାଲିକାଭୁକ୍ତ କରାଯାଇ ପର୍ଯ୍ୟାୟକ୍ରମେ ଆବାସ ପ୍ରଦାନ କରାଯିବାର ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ଧାରଣାକାରୀଙ୍କ ପକ୍ଷରୁ ଏକ ସ୍ମାରକପତ୍ର ନୀଳଗିରି ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିଲା। ପରେ ଗଣଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହି ଗଣଧାରଣାରେ ଗଙ୍ଗାଧର ମିଶ୍ର, ଉପେନ୍ଦ୍ର ଦାସ, ତାପସ ମହାନ୍ତି, ଉପେନ୍ଦ୍ର ନାୟକ, ଅକ୍ଷୟ କୁମାର ବେହେରା, ପ୍ରଫୁଲ୍ଲ ଦଳାଇ, କୁଳମଣି ନାଏକ, ରାମକୃଷ୍ଣ ମହାପାତ୍ର, ସୁବାଶିଷ ଆଚାର୍ଯ୍ୟ ପ୍ରମୁଖ ଭାଜପା ନେତୃମଣ୍ଡଳୀ ଓ ଶହ ଶହ ହିତାଧିକାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ପରେ ଖୋଲିଲା ବିଦ୍ୟାଳୟ ତାଲା

ଭଞ୍ଜନଗର,୩୦।୯(ଡି.ଏନ.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ନେଇ ଗ୍ରାମବାସୀ ଦୁଇଦିନ ହେଲା ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ...

ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ମହିଳା: ୮ ଗିରଫ

ବାରିପଦା ଅଫିସ,୧୯ା୫- ପିଆରଏମ୍‌ ମେଡିକାଲରେ ଶିଶୁ ବଦଳ ଘଟଣାକୁ ସପ୍ତାହେ ବିତି ଯାଇଥିବା ବେଳେ ଏ ଦିଗରେ ମେଡ଼ିକାଲ କର୍ତ୍ତୃପକ୍ଷ କିମ୍ବା ଜିଲାପ୍ରଶାସନ ପକ୍ଷରୁ କୌଣସି...

ଗୋପାଳ ସାର୍‌ଙ୍କୁ ଧକ୍କା ଦେଲା ସ୍କୁଲ ବସ୍‌

ଗଞ୍ଜାମ,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ସହର ନିକଟସ୍ଥ ଶନିମନ୍ଦିର ପାଖରେ ମଙ୍ଗଳବାର ଏକ ସ୍କୁଲ ବସ୍‌ ଧକ୍କାରେ ଜଣେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଦାମୋଦର...

ପୁଲକିତ କରୁନି ପାର୍ବଣ

ଅନୁଗୋଳ ଅଫିସ, ୧୧ା୯ – ପୁଲକିତ କରେ ପାର୍ବଣ। ଆନନ୍ଦ, ଉତ୍ସାହରେ ଭରିଦିଏ ମନ। କିନ୍ତୁ କୋଭିଡ୍‌ ମହାମାରୀ କାରଣରୁ ଗତବର୍ଷ ପରି ଚଳିତବର୍ଷ ମଧ୍ୟ...

କଂଗ୍ରେସ ପକ୍ଷରୁ ମାଲକାନଗିରି ବନ୍ଦ: ବିଭିନ୍ନ ଅଞ୍ଚଳରେ ବନ୍ଦ ପ୍ରଭାବ

ମାଲକାନଗିରି,୧୦।୧(ଡି.ଏନ୍‌.ଏ): ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସହାୟକଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବିରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ମାଲକାନଗିରି ଜିଲା ବନ୍ଦ ଡାକରା ଦିଆଯାଇଛି ।...

ବିଭିନ୍ନ ଦାବିନେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବନ୍ତ,୯।୧୦(ଡି.ଏନ୍‌.ଏ): ବିଭିନ୍ନ ଦାବିନେଇ ଭଦ୍ରକ ଜିଲା ବନ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇ ଜୋନ୍‌ କମିଟି ପକ୍ଷରୁ ବୁଧବାର ଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ, ବିଜୁ...

‘ଶ୍ରୀମନ୍ଦିର ଢାଞ୍ଚାରେ ନୃସିଂହନାଥର ବିକାଶ କରାଯିବ’

ବରଗଡ଼ ଅଫିସ୍‌/ପାଇକମାଲ,୩।୨: ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ, ଜଳସମ୍ପଦ ବିଭାଗ ସଚିବ ଅନୁ...

ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

କୋକସରା,୧୪।୧୨: କଳାହାଣ୍ଡି ଜିଲା କୋକସରା ବ୍ଲକର ଜଣେ ବିବାହିତ ବ୍ୟକ୍ତିଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ବଡ଼ପଡ଼ାର ରାଜମିସ୍ତ୍ରୀ ରାମଚନ୍ଦ୍ର ବାଗ।...

Advertisement
Archives

Model This Week