ବିଧାୟକ ସୁଧୀର ସାମଲଙ୍କୁ କରୋନା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଢେଙ୍କାନାଳ ବିଧାୟକ ସୁଧୀର ସାମଲ କରୋନାରେ ଆକ୍ରାନ୍ତ ହୋଇଛନ୍ତିି। ଏ ନେଇ ସେ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଟୁଇଟ୍‌ରେ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍‌ ଟେଷ୍ଟ କରାଇବା ପାଇଁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୂଳୀରେ ଜୀବନ୍ତ ହେଉ ଅନୁଗୋଳର ଐତିହ୍ୟ

ଅନୁଗୋଳ ଅଫିସ୍‌, ୪।୮ ସରକାରୀ ଅର୍ଥରେ ଅନୁଗୋଳର ବିଭିନ୍ନ ପ୍ରାଚୀରରେ ସାଜସଜ୍ଜା କରାଯାଉଛି। ରଙ୍ଗବେରଙ୍ଗର ଚିତ୍ରକଳାରେ ସହରର ସୌନ୍ଦର୍ଯ୍ୟ ବଢ଼ାଯାଉଛି। ସରକାରୀ ଯୋଜନାର ପ୍ରଚାର ସହ...

ସାରା ରାଜ୍ୟରେ ଲଘୁଚାପ ବର୍ଷା

ଭୁବନେଶ୍ୱର, ୭।୯(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ...

ଭାଜପା ରାଜ୍ୟ ସଭାପତି ପଦକୁ ନେଇ ଚର୍ଚ୍ଚା:ଗୋଷ୍ଠୀବାଦ ନା ଯୋଗ୍ୟତାକୁ ଗୁରୁତ୍ୱ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାନୁୟାରୀ ପୂର୍ବରୁ ଶେଷ ହେବ। ବୁଥ୍‌ସ୍ତରରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ସବୁଠି ଦଳ ନିଜର ନେତୃତ୍ୱ ପରିବର୍ତ୍ତନ...

କଟକଣା ଯୋଗୁ ବ୍ୟବସାୟ ମାନ୍ଦା

କଟକ ଅଫିସ, ୨୮। ୩: କଟକରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ହୋଲି ପାଳନ ଉପରେ କଟକଣା ଜାରି କରାଯାଇଛି। ଏକାସଙ୍ଗରେ...

୮ରୁ ଖୋଲିବ ପ୍ଲାନେଟାରିଅମ୍‌

ଭୁବନେଶ୍ୱର,୪।୨(ବ୍ୟୁରୋ): ଆସନ୍ତା ୮ ତାରିଖରୁ ଖୋଲିବ ପ୍ଲାନେଟାରିଅମ୍‌। କୋଭିଡ୍‌ କଟକଣାରେ ଭୁବନେଶ୍ୱରର ପଠାଣୀ ସାମନ୍ତ, ବୁର୍ଲାର ଅବ୍‌ଦୁଲ କାଲାମ ପ୍ଲାନେଟାରିଅମ୍‌ ଖୋଲିବ। ଏଥିସହ ଖଣ୍ଡପଡ଼ାରେ ଥିବା...

୩୦ରୁ ୪୦ କିମି ବେଗରେ ବହୁଛି ପବନ, ଲାଗି ରହିଛି ବର୍ଷା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ଦୁର୍ବଳ ହେବା ପରେ ଅବପାତରେ ପରିଣତ ହୋଇ ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗ ଦେଇ ଗତି...

ଆହାର କେନ୍ଦ୍ରକୁ ମାଲକାନଗିରି ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ୟୁନିଫର୍ମ ପିନ୍ଧି ନ ଥିବାରୁ ରାଗିଲେ, ଖାଦ୍ୟର ମାନ କଲେ ଯାଞ୍ଚ

କୋରୁକେଣ୍ଡା,୨୩।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଆହାର କେନ୍ଦ୍ରକୁ ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲ ଗୁରୁବାର ଅଚାନକ ଗ୍ରସ୍ତ କରିଥିଲେ। ପୂର୍ବରୁ...

ଆରପାରିରେ ସାରଦା ପ୍ରସନ୍ନ ନାୟକ

ଭୁବନେଶ୍ୱର,୯।୯(ବ୍ୟୁରୋ)-ଓଡ଼ିଆ ଚଳଚ୍ଚିତ୍ର ଜଗତର ବହୁମୁଖୀ ପ୍ରତିଭା ତଥା ଅଲ୍‌ରାଉଣ୍ଡର ଭାବେ ପରିଚିତ ସାରଦା ପ୍ରସନ୍ନ ନାୟକଙ୍କ ବୁଧବାର ସନ୍ଧ୍ୟାର ପରଲୋକ ଘଟିଛି। ତାଙ୍କୁ ୯୩ ବର୍ଷ...

Advertisement
Archives

Model This Week