୭୯ ବର୍ଷରେ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ୭୯ ବର୍ଷରେ ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ। ବୁଧବାର ରାଜନେତାଙ୍କ ପ୍ରଶଂସକ ଓ କଂଗ୍ରେସ କର୍ମୀ ତାଙ୍କ ବାସଭବନ ପହଞ୍ଚି ଅଭିନନ୍ଦନ ଜଣାଇଛନ୍ତି ।

କହିବାକୁ ଗଲେ ବୟସାଧିକ ସତ୍ତ୍ୱେ ଓଡ଼ିଶା ରାଜନୀତିରେ ଯେଉଁ କେତେଜଣ କଂଗ୍ରେସ ନେତା ଲୋକପ୍ରିୟ ସେମାନଙ୍କ ମଧ୍ୟରୁ ସୁର ଜଣେ। ସେ ନିଜର କୌତୁକିଆ କଥା ସହ ରୋକଠୋକ୍‌ ଜବାବକୁ ନେଇ ପରିଚିତ।

ତେବେ ୧୯୭୭ରେ ପ୍ରଥମ ଥର ପାଇଁ ସୁର ଜନତା ଦଳ ଟିକଟରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ କଂଗ୍ରେସ ଟିକଟରେ ୧୯୮୦, ୧୯୮୫, ୧୯୯୫ , ୨୦୦୦ ଏବଂ ୨୦୧୯ରେ ନିର୍ବାଚିତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?