ଭୁବନେଶ୍ୱରର ଏହି ବିଧାୟକଙ୍କୁ କରୋନା: ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୧।୯(ବ୍ୟୁରୋ): ଭୁବନେଶ୍ୱର(ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତଙ୍କୁ କରୋନା। ସଂକ୍ରମିତ ହେବା ନେଇ ଚିହ୍ନଟ ହେବା ପରେ ସେ ହୋମ୍‌ ଆଇସୋଲେଶନରେ ଅଛନ୍ତି। ଏବେ ତାଙ୍କ ସ୍ବାସ୍ଥାବସ୍ଥା ଭଲ ରହିଛି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ପରୀକ୍ଷା କରାଇ ନେବାକୁ ସେ ଏକ ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନ ୩ଟା ସୁଦ୍ଧା ହିଞ୍ଜିଳିରେ ୫୪ ପ୍ରତିଶତ ମତଦାନ

ହିଞ୍ଜିଳିକାଟୁ,୨୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦ ନିର୍ବାଚନ ନିମନ୍ତେ ଗୁରୁବାର ବିଭିନ୍ନ ଓ୍ବାର୍ଡରେ ମତଦାନ ନିମନ୍ତେ ଭୋଟରଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଛି। ଅପରାହ୍ନ...

ବିଦ୍ୟୁତ୍‌ ଟାଓ୍ବାରରେ ପିଟିହେଲା କାର୍‌

ଭୁବନେଶ୍ୱର,୭ା୮(ବ୍ୟୁରୋ): ଭୁବନେଶ୍ୱର-ପୁରୀ ୩୧୬ ନମ୍ବର ଜାତୀୟ ରାଜପଥ ଉତ୍ତରା ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା...

ପୌରପାଳିକା ମୁଣ୍ଡରେ ଅଳିଆ ବୋଝ

ଅନୁଗୋଳ ଅଫିସ୍‌, ୨୧ା୭ ଅନୁଗୋଳ ପୌରପାଳିକା ମୁଣ୍ଡରୁ ହଟୁନି ସହରର ଅଳିଆ ଚିନ୍ତା। କେତେବେଳେ ଆବର୍ଜନା ପକାଇବାକୁ ନେଇ କେଉଁଠୁ ବିରୋଧର ସମ୍ମୁଖୀନ ହେବାକୁ ପଡ଼ୁଛି...

ଗାଁ ହେବ ପରିବାର,ଏକାଠି ଖାଇବେ ନୂଆଁ

ସମ୍ବଲପୁର,୩୧ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଗୋଟିଏ ପରିବାର ଭିତରେ ପାଳନ ହୋଇଥାଏ। ପରିବାର ସଦସ୍ୟ ଏକାଠି ହୋଇ ନୂଅଁା (ନବାନ୍ନ) ଖାଇଥାନ୍ତି। ପରେ ଗୁରୁଜନଙ୍କଠାରୁ...

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,...

ପ୍ରଧାନମନ୍ତ୍ରୀ ଓଡ଼ିଆଙ୍କ ଦୃଢ଼ ଇଚ୍ଛାଶକ୍ତିକୁ ବିଶ୍ୱ ଆଗରେ ପ୍ରତିପାଦିତ କରିଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧।୩ (ବ୍ୟୁରୋ) କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭୁବନେଶ୍ୱରଠାରେ ଦଳର କାର୍ଯ୍ୟକର୍ତ୍ତାଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମ ଶୁଣିଛନ୍ତି। ଏହି...

ଜୁନ୍‌ରେ ହେବ ସମବାୟ ସମିତି ନିର୍ବାଚନ

ଭୁବନେଶ୍ୱର,୪।୪(ବ୍ୟୁରୋ): ସମବାୟ ସମିତି ନିର୍ବାଚନ ଆସନ୍ତା ଜୁନ୍‌ରେ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ସୋମବାର ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଜୁନ୍‌...

ପାଗଳ ନୁହଁନ୍ତି ଗୋପାଳ

ଭୁବନେଶ୍ୱର,୬।୩ (ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପାଳ ପାଗଳ ବୋଲି କୁହାଯାଉଥିଲା। ମାତ୍ର ଗୋପାଳ ପାଗଳ ନୁହନ୍ତି ବୋଲି...

Advertisement
Archives

Model This Week