ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ତାଙ୍କ ପରିବାରକୁ ଭେଟିଛନ୍ତି।

ବିଧାୟକ  ନାୟକ ପାର୍ବତୀଙ୍କ ସ୍ୱାସ୍ଥ୍ୟାବସ୍ଥା ଓ ପରିବାରର ଆର୍ଥିକ ସ୍ଥିତି ସମ୍ପର୍କରେ ପଚାରି ବୁଝିବା ସହ ଆବଶ୍ୟକ ଚିକିତ୍ସା ଓ ଅନ୍ୟାନ୍ୟ ସହାୟତା ସମ୍ପର୍କରେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିଥିଲେ। ପରେ ସେ ନିଜସ୍ୱ ହାତପାଣ୍ଠିରୁ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।

ଅସୁବିଧା ସମୟରେ ପୀଡ଼ିତ ପରିବାର ପାଖରେ ଠିଆ ହୋଇ ସହଯୋଗର ହାତ ବଢ଼ାଇଥିବାରୁ ବିଧାୟକଙ୍କୁ ପରିବାରବର୍ଗ କୃତଜ୍ଞତା ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?