Posted inଜାତୀୟ

ଆକ୍ରମଣ ପଛରେ କେନ୍ଦ୍ରର ହାତ କହି ବିଧାୟକ ଗିରଫ

ଗୁଆହାଟୀ,୨୫।୪:ପୁଲଓ୍ବାମା ଏବଂ ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ରହିଥିବା ମନ୍ତବ୍ୟ ଦେଇ ଆସାମର ଏଆଇୟୁଡିଏଫ୍‌ ବିଧାୟକ ଅମିନୁଲ ଇସ୍‌ଲାମ ଗିରଫ ହୋଇଛନ୍ତି। ଉଭୟ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ଥିବା ଅମିନୁଲ କହିଥିଲେ। ଉକ୍ତ ମନ୍ତବ୍ୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଆସାମ ପୋଲିସ ନିଜଆଡ଼ୁ ମାମଲା ରୁଜୁ କରିବା ସହ ଅମିନୁଲଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍କଣ୍ଡି ବେଳାଭୂମିରେ ମାରି ଫିଙ୍ଗି ଦେଲେ! ବେକରେ କଟା ଚିହ୍ନ, ଗୋଳନ୍ଥରା ପୋଲିସର ଛାନଭିନ ଆରମ୍ଭ

ଗୋପାଳପୁର, ୧୬।୫(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ମାର୍କଣ୍ଡି ସମୁଦ୍ର ବେଳାଭୂମିରୁ ଜଣେ ଯୁବକଙ୍କ ମୃତଦେହକୁ ଗୋଳନ୍ଥରା ପୋଲିସ ଶୁକ୍ରବାର ସାରେ ଠାବ କରିଛି ।...

ସହି ହେଲାନି ଯନ୍ତ୍ରଣା, ମହାଦେବ ମନ୍ଦିରରେ ରଶି ଲଗାଇ ଝୁଲି ପଡ଼ିଲେ ମହିଳା

ଯୋଗେଶ୍ୱରପୁର,୧୬।୫(ରଶ୍ମିରଞ୍ଜନ ସାହୁ): ଜଣେ ମହିଳା ରୋଗର ଯନ୍ତ୍ରଣା ସହି ନ ପାରି ଏକ ମହାଦେବ ମନ୍ଦିରରେ ବେକରେ ରସି ଲଗାଇ ଗୁରୁବାର ବିଳମ୍ବିତ ରାତିରେ ଆତ୍ମହତ୍ୟା...

ଚାଲିବ ଯୁଦ୍ଧ, ଦୁଇ ଘଣ୍ଟାରୁ କମ୍‌ ସମୟରେ ହିଁ ଶେଷ ହୋଇଗଲା…

ଇସ୍ତାନବୁଲ୍‌,୧୬ା୫ : ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଥିବାବେଳେ ୨ ଦେଶର ପ୍ରତିନିଧି ତୁର୍କୀର ଇସ୍ତାନବୁଲ୍‌ରେ ଶୁକ୍ରବାର ପ୍ରଥମ...

ଆଇସକ୍ରିମ୍‌ କିଣି ଘରକୁ ଫେରୁଥିଲେ କୁନି ଝିଅକୁ ଧକ୍କା ଦେଲା ବାଇକ୍‌, ପରେ…

ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମ ମିଲ ସାହିର ୨ୟ ଶ୍ରେଣୀ ଛାତ୍ରୀ ସିଏଚ୍‌.ପ୍ରିୟଙ୍କା ପାତ୍ର(୬) ବାଇକ (ଓଡ଼ି୦୭ ଏ...

ମାମୁଁଘରକୁ ବୁଲି ଆସିଥିଲେ, ନାବାଳିକାଙ୍କୁ ଅପହରଣ କରିନେଲେ; ଅଭିଯୁକ୍ତଙ୍କୁ ଖୋଜୁଛି ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ...

ସଡ଼କ ଦୁର୍ଘଟଣାରେ ଆଖି ବୁଜିଥିଲେ ୨ ଓଡ଼ିଆ ଶ୍ରମିକ, ଏମ୍‌ପି ଅନନ୍ତ ନାୟକଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଖଜିରାପାଟ ପଞ୍ଚାୟତ ସୁରେନ୍ଦ୍ରପୁର ଗ୍ରାମର ୨ ଜଣ ଶ୍ରମିକ ବେଙ୍ଗାଲୁରୁର ଏକ କମ୍ପାନୀରେ କାମ କରୁଥିଲେ।...

ପାକିସ୍ତାନ ଟିମ୍‌ରେ ବଡ଼ ଭୂକମ୍ପ, ଅଧିନାୟକଙ୍କ…

ନୂଆଦିଲ୍ଲୀ,୧୬।୫: ପାକିସ୍ତାନ ଟିମ୍‌ରେ ବିଶୃଙ୍ଖଳା ଥମିବାର ନାଁ ନେଉନାହିଁ। ଦଳର ଅଧିନାୟକ ଶାନ ମାସୁଦଙ୍କ ପଦ ବିପଦରେ ଅଛି। ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ ଅନୁସାରେ ମାସୁଦଙ୍କୁ...

ଗାଁ ଦାଣ୍ଡରେ ଖେଳୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା ୨ ପିଲାଙ୍କ ଜୀବନ…

ଧର୍ମଶାଳା,୧୬।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଞ୍ଜିରା ପଂଚାୟତର ବୁରୁସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ଅପରାହ୍ନରେ ବଜ୍ରପାତରେ ଦୁଇଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri