Advertisement

ଉନ୍ନୟନ କାର୍ଯ୍ୟରେ ବାଧା ଦେଉଛନ୍ତି ବିଧାୟକ- ପୌରାଧ୍ୟକ୍ଷା

ଭଦ୍ରକ ଅଫିସ,୨୦।୧୧: ଭଦ୍ରକ ପୌରପାଳିକାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ବାଧା ଦେଉଛନ୍ତି ବିଧାୟକ। ବିଧାୟକଙ୍କ ସମର୍ଥନରେ ଥିବା କାଉନସିଲର ମାନେ ସହଯୋଗ କରୁନାହାନ୍ତି । ୱାର୍ଡକୁ ପରିଦର୍ଶନ ଓ ଲୋକଙ୍କ ସମସ୍ୟା ବୁଝିବାକୁ ଗଲେ କାଉନସିଲର ଦେଖା ଦେଉନାହାନ୍ତି । ବିଧାୟକଙ୍କୁ ଲୁଚି ଦେଖା କରୁଛନ୍ତି କିନ୍ତୁ ଖୋଲାଖୋଲି ସହଯୋଗ କରୁନାହାନ୍ତି । ଖବରଦାତା ସମ୍ମିଳନୀରେ ଏମିତି ଅଭିଯୋଗ କରିଛନ୍ତି ପୌରାଧ୍ୟକ୍ଷା ଗୁଲମକ୍କି ହବିବ । ଦୀର୍ଘ ୮ ମାସ ପରେ ୯ ଗୋଟି ବୈଠକ ପରେ ଟେଣ୍ଡର ହେବାକୁ ସିଦ୍ଧାନ୍ତ ହୋଇଛି ବିଧାୟକଙ୍କ ଏପରି କାର୍ଯ୍ୟ ଯୋଗୁ ଉନ୍ନୟନ କାର୍ଯ୍ୟ ସୁରୁଖୁରୁରେ ହୋଇପାରୁନାହିଁ । ତାଙ୍କର କୌଣସି କାର୍ଯ୍ୟରେ ମୁଁ ବାଧା ଦେଉ ନ ଥିବା ବେଳେ ସେ ମୋ କାମରେ କାହିଁକି ବାଧା ଦେଉଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ?


Enter your email to get our daily news in your inbox.

All Right Reserved By Dharitri.Com

‘ମୁକ୍ତି ସଂଗ୍ରାମ ଇତିହାସର ଅମଳିନ ଅଧ୍ୟାୟ’

ଏରସମା,୬।୯(ସ୍ବ.ପ୍ର.): ସୋମବାର ଏରସମା ବିପ୍ଳବ ଦିବସ। ବ୍ରିଟିଶ ଶାସନ ବିରୋଧରେ ଏରସମାବାସୀ ଏକତ୍ରିତ ହୋଇ ଗୋଟିଏ ଥାନା ପୋଡ଼ିଦେଇଥିଲେ। ୬ ସେପ୍ଟେମ୍ବର ୧୯୪୨ରେ ଏହି ଘଟଣା...

ପରିବା ବଜାରରେ ରହୁନି ସାମାଜିକ ଦୂରତା, ଗୋଷ୍ଠୀ ସଂକ୍ରମଣକୁ ଆମନ୍ତ୍ରଣ

ଗଞ୍ଜାମ,୧୫ା୬(ଡି.ଏନ୍‌.ଏ.): ମହାମାରୀ କରୋନା କବଳରେ ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ହେବ ଲୋକେ ନିଜର ଜୀବନ ଜୀବିକା ହରାଇ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଏହାର ମୁକାବିଲା...

ଭୁଲ, ଗୁଜବ ଖବର ନ ଦେବାକୁ ଗଞ୍ଜାମ ଜିଲାପାଳଙ୍କ ଅନୁରୋଧ: ସତ୍ୟ ପ୍ରମାଣ ସହ ଖବର ପ୍ରକାଶ କରିବାକୁ ପରାମର୍ଶ

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ପ୍ରିଣ୍ଟ, ଇଲେକ୍‌ଟ୍ରୋନିସ୍‌ ଏପରିକି ସୋସିଆଲ ମିଡିଆରେ କରୋନାକୁ ନେଇ କେହି ଭୁଲ ତଥା ତଥା ଗୁଜବ ଖବର ଦିଅନ୍ତୁ ନାହିଁ। ଏପରି କଲେ...

ନର୍ସିଂହୋମ୍‌ରେ ଅବ୍ୟବସ୍ଥା, ତାଗିଦ କରି ଛାଡ଼ିଲା ପ୍ରଶାସନ

ବ୍ରହ୍ମପୁର ଅଫିସ୍‌,୮ା୬- ବ୍ରହ୍ମପୁର ସହରରେ ହୁ ହୁ ହୋଇ ବଢ଼ୁଛି ଘରୋଇ ନର୍ସିଂହୋମ୍‌। ସହରର ଗଳି କନ୍ଦି, ସବୁଆଡ଼େ ଏବେ ନର୍ସିଂହୋମ୍‌ ଦେଖିବାକୁ ମିଳୁଛି। ଏସବୁରେ...

ଦୁଗ୍ଧ ଟ୍ୟାଙ୍କର ଦୁର୍ଘଟଣା ଗ୍ରସ୍ତ: ଚାଲିଗଲା ହେଲପର୍‌ଙ୍କ ଜୀବନ

କଟକ ସଦର,୯ା୭: କଟକ-ନୂଆଗାଁ ଜାତୀୟ ରାଜପଥ କନ୍ଦରପୁର ଥାନା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁଗ୍ଧ ଟ୍ୟାଙ୍କର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ହେଲପର୍‌...

ମାନିନୀଙ୍କ ଚିକିତ୍ସା କରାଇଲେ ବିଧାୟକ

ଉମରକୋଟ, ୧୯।୧୧(ସ୍ବ.ପ୍ର.): ଉମରକୋଟ ସହରର ୧୧ନମ୍ବର ୱାର୍ଡର ଗଣ୍ଡସାହିର ରାମଧର ହରିଜନ ଆର୍ଥିକ ଅସ୍ବଚ୍ଛଳତା କାରଣରୁ ଅଜଣା ରୋଗରେ ପୀଡ଼ିତ ଝିଅ ମାନିନୀ (୩)ଙ୍କର ଚିକିତ୍ସା...

ସରକାରଙ୍କ ନିଷ୍ପତ୍ତି କାଏମ କଲେ ହାଇକୋର୍ଟ

କଟକ ଅଫିସ ,୩୦।୯ : ଲଟେରି ଜରିଆରେ ମଦ ଦୋକାନ ଲାଇସେନ୍ସ ସମ୍ପର୍କିତ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆଗତ ସମସ୍ତ ଆବେଦନଗୁଡ଼ିକୁ ହାଇକୋର୍ଟ...

ମା’ଙ୍କ ମୃତ୍ୟୁ ପରେ ନିରାଶ୍ରୟ ହୋଇଗଲେ ତିନି ଝିଅ

କୁଡୁମୁଲୁଗୁମ୍ମା,୧୨ା୯(ଡି.ଏନ.ଏ.): ମାଲାକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ରାସବେଡା ପଞ୍ଚାୟତର ତାଗାବେଡା ଗ୍ରାମରେ ଗୋଟିଏ ପରିବାରର ୩ ଭଉଣୀ ନିରାଶ୍ରୟ ହୋଇପଡିଛନ୍ତି। ସେମାନେ ପିଲାଟି ଦିନରୁ...

Advertisement
Archives

Model This Week