Advertisement

ଇଡିରେ ହାଜର ହେଲେ ବିଧାୟକଙ୍କ ଭାଇ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଗୁରୁବାର ଇଡିରେ ହାଜର ହୋଇଛନ୍ତି ଢେଙ୍କାନାଳ ବିଜେଡି ବିଧାୟକ ସୁଧୀର ସାମଲଙ୍କ ଭାଇ ଗଙ୍ଗାଧର ସାମଲ। ଗଙ୍ଗାଧର ଏକ କାର୍‌ ଶୋ’ରୁମ୍‌ର ମାଲିକ ଅଟନ୍ତି। ସେ ଅର୍ଚ୍ଚନା ନାଗଙ୍କ ସହ ୩୦ ଲକ୍ଷ ଟଙ୍କାର କାରବାର କରିଥିବା ଜଣାପଡ଼ିଛି। ତେବେ ଏତେ ଟଙ୍କା ସେ କାହିଁକି ଅର୍ଚ୍ଚନାଙ୍କ ସହ କାରବାର କରିଛନ୍ତି ସେ ନେଇ ଇଡି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେତରୁ ମିଳିଲା ନବଜାତ ଶିଶୁର ମୃତଦେହ

ଟିକିରି,୯।୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ସଦରସ୍ଥିତ ନୂଆସାହି ନିକଟ ଜମିରୁ ଏକ ନବଜାତ ଶିଶୁର ମୃତଦେହ ଜବତ କରାଯାଇଛି। ଏ ନେଇ କାଶୀପୁର ଥାନାରେ...

ସ୍ବାମୀଙ୍କ ଆତ୍ମହତ୍ୟା: ବନ୍ଧାହେଲେ ସ୍ତ୍ରୀ, ପ୍ରେମିକ

ବଡବିଲ, ୪।୮: ଗତ ୨ ତାରିଖରେ ଆତ୍ମହତ୍ୟା କରିଥିଲେ କେନ୍ଦୁଝର ଜିଲା ବଡ଼ବିଲ ଥାନା ଧୋବି ହଟିଂ ଅଞ୍ଚଳରେ ରହୁଥିବା ସୁଶାନ୍ତ ମହାକୁଡ଼। ତେବେ ଏହା...

ଅନୁଦାନ ଅଭାବରୁ ଅଟକିଛି

ମାଧପୁର, ୩୧ା୫ ଜଳକଷ୍ଟରେ କଟିଗଲା ଖରାଦିନ। ପିଇବା ପାଣି ପାଇଁ ଡହଳବିକଳ ହେଲେ ଲୋକେ। ଅଥଚ ୨୪ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଓଭର...

ରଶ୍ମିରେଖାଙ୍କ ଦୁଇ ପୁରୁଷ ବନ୍ଧୁଙ୍କୁ ହେବ ଜେରା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅଭିନେତ୍ରୀ ରଶ୍ମିରେଖା ଓଝା ଓରଫ ସୋନି(୨୨)ଙ୍କ ରହସ୍ୟଜନକ ମୃତ୍ୟୁକୁ ୪ ଦିନ ବିତିଛି। ପ୍ରାଥମିକ ତଦନ୍ତରୁ ରଶ୍ମିରେଖା ଆତ୍ମହତ୍ୟା କରିଥିବା କମିଶନରେଟ ପୋଲିସ ପକ୍ଷରୁ...

ମାତାଲ ହେବା ପଡ଼ିଲା ମହଙ୍ଗା: ନିଲମ୍ବିତ ହେଲେ ୨ ଶିକ୍ଷକ

ବଲାଙ୍ଗୀର ଅଫିସ , ୧୪।୧୦: ମାତାଲ ହେବା ପଡ଼ିଲା ମହଙ୍ଗା। ଚାକିରିରୁ ନିଲମ୍ବିତ ହେଲେ ଦୁଇ ଶିକ୍ଷକ। ବଲାଙ୍ଗିର ଜିଲ ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ...

ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଉଦ୍‌ଯାପିତ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ହିନ୍ଦୁସ୍ଥାନୀ ସଙ୍ଗୀତ ସଭା ପକ୍ଷରୁ ସୂଚନା ଭବନଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ...

ବରଗଡ଼ରୁ ପୁଣି ୭୧ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୮୦୦ରେ

ବରଗଡ଼ ଅଫିସ,୨।୧୧: ବରଗଡ ଜିଲାରେ ସୋମବାର ପୁଣି ୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ୪, ବରଗ ବ୍ଲକର...

୮ ଦିନରେ ୫୫୨ ଚାଳକଙ୍କୁ ୫.୫୫ ଲକ୍ଷ ଟଙ୍କାର ଚାଲାଣ

ବ୍ରହ୍ମପୁର ଅଫିସ,୧୦ା୧୨-ସଡକ ଦୁର୍ଘଟଣା ମୃତ୍ୟୁସଂଖ୍ୟା ହ୍ରାସ କରିବା ଉଦ୍ଦେଶ୍ୟ ନେଇ ସରକାର ଟ୍ରାଫିକ ନିୟମ ସଂଶୋଧନ କରିଥିଲେ। ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ସାରା...

Advertisement
Archives

Model This Week