Posted inବରଗଡ଼

ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ରଖିଲେ ବିଧାୟକ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମା ଗ୍ରାମରେ ରହିଥିବା ଅଷ୍ଟଶମ୍ଭୁ ମଧ୍ୟରେ  ଅନ୍ୟତମ ଶୈବପୀଠ ବରାଡ଼ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ଶୁକ୍ରବାର ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ବହୁ ପୁରାତନ ଶୈବପୀଠକୁ ପର୍ଯ୍ୟଟନ କ୍ଷେତ୍ର ଭଳି ବିକାଶ କରିବା ଏବଂ ଉନ୍ନତିକରଣ ପାଇଁ କୋଟି ଅନୁଦାନ ଦେବା ପାଇଁ ବିଧାୟକ ଷଡ଼ଙ୍ଗୀ ଉପମୁଖ୍ୟମନ୍ତ୍ରୀ ପରିଡ଼ାଙ୍କଠାରେ ଦାବି ରଖିଛନ୍ତି। ଖୁବ୍ ଶୀଘ୍ର ଏହି ଅନୁଦାନ ରାଶି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଥିବା ବିଧାୟକ ଷଡ଼ଙ୍ଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri