ବିଜେଡି ନେତାଙ୍କ କୋକେଇ କାନ୍ଧେଇଲେ ବିଧାୟକ

ତିଗିରିଆ, ୪ା୩(ଜାଫର ଖାଁ): ତିଗିରିଆ ବ୍ଲକର ବରିଷ୍ଠ ବିଜେଡି ନେତା ତଥା ସୋମପଡା ପଞ୍ଚାୟତର ବିଜେଡି ସଭାପତି ଲକ୍ଷ୍ମୀଧର ସାମନ୍ତରାୟ (୬୮)ଙ୍କ ସୋମବାର ଭୁବନେଶ୍ୱସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ଏନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ତାଙ୍କ ମୃତଦେହ ଗ୍ରାମରେ ପହଞ୍ଚତ୍ବା ପରେ ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସି ଶେଷଦର୍ଶନ କରିବା ସହ ତାଙ୍କ କୋକେଇ କାନ୍ଧେଇଛନ୍ତି।

ପାଞ୍ଚଗାଁସ୍ଥିତ ଶିବମନ୍ଦିର ପୋଖରୀ ଠାରୁ ଏକ ଶୋଭାଯାତ୍ରାରେ ଲକ୍ଷ୍ମୀଧରଙ୍କ ମୃତଦେହକୁ ଗ୍ରାମ ପରିକ୍ରମା କରାଯିବା ପରେ ସୋମପଡ଼ା ପର୍ଯ୍ୟନ୍ତ ନିଆଯାଇଥିଲା। ଏହି ଶୋଭାଯାତ୍ରାରେ ତିଗିରିଆ ବିଜେଡି ସଭାପତି ଅଜିତ ଧୀର, ବ୍ଲକ ଅଧ୍ୟକ୍ଷା ସାରାଣୀ ନାୟକ, ଉପାଧ୍ୟକ୍ଷ ମାନସ ସାହୁ, ଜିଲା ପରିଷଦ ସଭ୍ୟା ସସ୍ମିତା ରାଉତ, ସଭ୍ୟ ସଞ୍ଜୟ ମଲ୍ଲିକ, ପୂର୍ବତନ ସମିତି ଅଧ୍ୟକ୍ଷ ଭାଗୀରଥି ନନ୍ଦ, ରୁପା ଦଳେଇ, ନିରଞ୍ଜନ ଦଳେଇ, ରଘୁନାଥ ଦାଶ ପ୍ରମୁଖ ସାମିଲ ହୋଇଥିଲେ। ସେଠାରୁ ଗ୍ରାମ ଶ୍ମଶାନ ପର୍ଯ୍ୟନ୍ତ ରଣେନ୍ଦ୍ର ଓ ଅନ୍ୟମାନେ ଲକ୍ଷ୍ମୀଧରଙ୍କୁ କୋକେଇରେ କାନ୍ଧେଇ ନେଇଥିଲେ। ଶ୍ମଶାନରେ ଲକ୍ଷ୍ମୀଧରଙ୍କ ପୁତୁରା ତ୍ରିଲିପି ସାମନ୍ତରାୟ ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri