ଦ୍ରୌପଦୀ ମୁର୍ମୁଙ୍କୁ ସମ୍ବର୍ଦ୍ଧନା ପାଇଁ ଦିଲ୍ଲୀ ଗଲେ ବିଧାୟକ: ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ଭେଟିବେ

ଭୁବନେଶ୍ୱର,୩ା୮ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦେବା ପାଇଁ ମଙ୍ଗଳବାର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ସମେତ ୨୪ ଜଣ ବିଜେଡି, ଭାଜପା ଓ କଂଗ୍ରେସ ବିଧାୟକ ଟିମ୍‌ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ଏହି ପ୍ରତିନିଧି ମଣ୍ଡଳୀରେ ବିଜେଡିର ୧୫ ଜଣ, ଭାଜପାର ୬ ଜଣ ଓ କଂଗ୍ରେସର ୩ ଜଣ ବିଧାୟକ ଦିଲ୍ଲୀ ଗସ୍ତ କରିଛନ୍ତି। ବୁଧବାର ପୂର୍ବାହ୍ନ ୧୧ଟା ୩୦ ମିନିଟରେ ରାଷ୍ଟ୍ରପତି ଭବନରେ ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ଟିମ୍‌ ସହିତ ବିଧାନସଭା ସଚିବଙ୍କ ସମେତ ୪ ଜଣ ଅଧିକାରୀ ମଧ୍ୟ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri