ମା’ ଗଜଲକ୍ଷ୍ମୀଙ୍କୁ ଦର୍ଶନ କରି ପୂଜା କଲେ ବିଧାୟକ

ଗଞ୍ଜାମ୯।୧୦(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାରଠାରେ ମହାଆଡମ୍ବରରେ ଚାଲିଛି ମା’ ଗଜଲକ୍ଷ୍ମୀଙ୍କ ପୂଜା । ଗୁରୁବାର ସାରେ ମା’ଙ୍କ ଆଳତିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗଦେଇ ମା’ଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ ।

ଏହି ଅବସରରେ ଭାଜପା ନଗର ସଭାପତି ଭଗବାନ ପ୍ରଧାନ, ବିଧାୟକ ଏନ୍‌ଏସି ପ୍ରତିନିଧି ରାନୁ ବୈଠାରୁ, ପୂର୍ବତନ କାଉନ୍‌ସିଲର ରଞ୍ଜନ ବେହେରା, ସଙ୍ଘ ସମ୍ପାଦକ କାଁହୁ ଚରଣ ପଣ୍ଡା, କୋଷାଧକ୍ଷ ଜି ରାମଦାସ ରେଡ୍ଡି, ରମେଶ ମହାପାତ୍ର, ଦେବଦାସଙ୍କ ସମେତ ସଙ୍ଘ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri