Odisha Elections 2024
Posted inଖେଳ

‘ମେଜର ଲିଗ କ୍ରିକେଟ’ର ପ୍ରଥମ ସିଜିନ ଚାମ୍ପିଅନ୍‌ ହେଲା ମୁମ୍ବାଇ

ନ୍ୟୁୟର୍କ,୩୧।୭: ଆମେରିକାରେ ଆରମ୍ଭ ହୋଇଥିବା ନୂଆ ଟି-୨୦ ଲିଗ ‘ମେଜର ଲିଗ କ୍ରିକେଟ’ର ପ୍ରଥମ ସିଜିନରେ ମୁମ୍ବାଇ ନ୍ୟୁୟର୍କ ଚାମ୍ପିଅନ୍‌ ହୋଇଛି। ଫାଇନାଲରେ ସିଆଟେଲ ଅର୍କାସକୁ ୭ ଉଇକେଟରେ ପରାସ୍ତ କରିଛି ମୁମ୍ବାଇ। ମୁମ୍ବାଇ ନ୍ୟୁୟର୍କ ପାଇଁ ଅଧିନାୟକ ନିକୋଲାସ ପୁରନ ବିସ୍ଫୋରକ ଇନିଂସ ଖେଳିଥିଲେ। ସେ ମାତ୍ର ୪୦ ବଲରେ ଶତକ ହାସଲ କରିଥିଲେ। ୫୫ ବଲରୁ ୧୩୭ ରନ ସ୍କୋର କରି ପୁରନ ଅପରାଜିତ ରହିଥିଲେ। ସେ ତାଙ୍କ ଇନିଂସରେ ୧୦ ଚୌକା ଓ ୧୩ ଛକା ମାରିଥିଲେ। ଏହି ସମୟରେ ତାଙ୍କର ଷ୍ଟ୍ରାଇକ ରେଟ୍‌ ୨୪୯.୦୯ ଥିଲା।
ମେଜର ଲିଗ କ୍ରିକେଟର ପ୍ରଥମ ସିଜନରେ ନିକୋଲାସ ପୁରନ ସର୍ବାଧିକ ରନ ସ୍କୋରର। ସେ ୩୮୮ ରନ ସ୍କୋର କରିଥିଲେ। ଏହି ଟୁର୍ନାମେଣ୍ଟରେ ୬ଟି ଦଳ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

”କହିଲା ପରେ ବି ଶୁଣିଲେନି”, ଷ୍ଟାର ସ୍ପୋର୍ଟସ ଉପରେ ବର୍ଷିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୯।୫: ନିକଟରେ ଏକ ଆଇପିଏଲ ମ୍ୟାଚ୍ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଖେଳାଳି ଧାୱଲ କୁଲକର୍ଣ୍ଣି ଏବଂ ଅନ୍ୟମାନଙ୍କ ସହ ତାଙ୍କ କଥା ହେବାର ଅଡିଓ...

ହାରିବା ପରେ ଡ୍ରେସିଂ ରୁମ୍‌ରେ ଏକା ବସିଲେ ଧୋନୀ, କାହା ସହ ମିଳାଇଲେନି ହାତ,ଭାଇରାଲ ହେଉଛି ଭିଡିଓ…

ବେଙ୍ଗାଲୁରୁ,୧୯ା୫: ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସକୁ ହରାଇ ପ୍ଲେ ଅଫ୍‌ରେ ପ୍ରବେଶ କରିଛି। କ୍ରମାଗତ ୬ଟି ମ୍ୟାଚ ଜିତି ବିରାଟ କୋହଲିଙ୍କ...

ବେଙ୍ଗାଲୁରୁକୁ ଜିତାଇଲା ଧୋନୀଙ୍କ ଛକା, ଦୀନେଶ କାର୍ତ୍ତିକ କଲେ ବଡ଼ ଖୁଲାସା

ବେଙ୍ଗାଲୁରୁ,୧୯।୫: ଶନିବାର ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ବିଜୟ ହାସଲ କରି...

ପ୍ଲେ ଅଫ୍‌ରେ ଆରସିବି

ବେଙ୍ଗାଲୁରୁ,୧୮ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚକୁ ୨୭ ରନ୍‌ରେ ଜିତି ନାଟକୀୟ ଢଙ୍ଗରେ ପ୍ଲେ ଅଫ୍‌ରେ ପ୍ରବେଶ କରିଛି ରୟାଲ...

ପ୍ରଶଂସକଙ୍କୁ ଗୋଟିଏ ଖୁସି କେବେବି ଦେଇ ପାରିବେନି କୋହଲି, ଆଇପିଏଲରେ ଗୋଟିଏ କାମ କରିବାକୁ ଡରୁଛନ୍ତି…

ନୂଆଦିଲ୍ଲୀ,୧୮।୫: ବିରାଟ କୋହଲି ବର୍ତ୍ତମାନ ସମୟର ଜଣେ ମହାନ ବ୍ୟାଟ୍ସମ୍ୟାନ। ଏହି ସମୟରେ ସେ ମଧ୍ୟ ବହୁତ ଭଲ ଫର୍ମରେ ଅଛନ୍ତି। ତାଙ୍କ ବ୍ୟାଟ ଆଇପିଏଲ...

ମନ କଥା ଖୋଲିକି କହିଦେଲେ କୋହଲି: କରିବାକୁ ଚାହୁଁନ୍ତି ଏହି କାମ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ୨୦୨୪ର ୬୮ତମ ମ୍ୟାଚ ଆରସିବି ଏବଂ ସିଏସ୍‌କେ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ଚେନ୍ନାଇ ସୁପର...

କ୍ୟାମେରାମ୍ୟାନ୍‌ଙ୍କୁ ହାତଯୋଡି ଏମିତି ଗୁହାରି କଲେ ରୋହିତ ଶର୍ମା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳ ଅପେକ୍ଷା ଦଳ ପରିଚାଳନା ପାଇଁ ଅଧିକ ଚର୍ଚ୍ଚାରେ ରହିଥିଲା। ବିଶେଷ ଭାବେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ...

୩ ବଲ୍‌ରେ ୩ ଉଇକେଟ୍‌ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri