ଓସ୍କାର ଜିତିବା ପରେ ହସ୍ପିଟାଲରେ ଆଡମିଟ ହୋଇଥିଲେ ଗୁନିତ ମୋଙ୍ଗା

ମୁମ୍ବାଇ,୨୬ ।୩: ଚଳିତ ବର୍ଷର ଓସ୍କାର ଆୱାର୍ଡ ୨୦୨୩ରେ ଭାରତୀୟ ସିନେମା ବାଜି ମାରିଛି । ଗୋଟିଏ ପଟେ ସାଉଥ ସିନେମାର ବ୍ଲକ ବୁଷ୍ଟର ମୁଭି ‘ଆର ଆର ଆର’ର ସୁପରହିଟ ସଙ୍ଗ ‘ନାଟୁ ନାଟୁ’କୁ ବେଷ୍ଟ ଅରିଜନାଲ ସଙ୍ଗ ଆୱାର୍ଡ ମଳିଛି । ଅନ୍ୟପଟେ ଫିଲ୍ମ ମେକର ଗୁନିତ ମୋଙ୍ଗାଙ୍କ ଶର୍ଟ ମୁଭି ‘ଦ ଏଲିଫ୍ୟାଣ୍ଟ ହ୍ୱିସପର୍ସ’କୁ ବେଷ୍ଟ ଡକ୍ୟୁମେଣ୍ଟାରୀ ଫିଲ୍ମର ଓସ୍କାର ଆୱାର୍ଡ ମିଳିଛି । ନାଟୁ ନାଟୁ ଗୀତ ପାଇଁ ଓସ୍କାର ଜିତିଥିବା ମ୍ୟୁଜିକ କମ୍ପୋଜର ଏମ ଏମ କିରୱାନି ଫିଲ୍ମ ମେକର ଗୁନିତ ମୋଙ୍ଗାଙ୍କୁ ନେଇ ଏକ ବଡ କଥା କହିଛନ୍ତି । ସେ କହିଛନ୍ତି ଓସ୍କାର ଜିତିବା ପରେ ଗୁନିତ ମୋଙ୍ଗାଙ୍କୁ ହସ୍ପିଟାଲରେ ଆଡମିଡ କରାଯାଇଥିଲା ।
ନିକଟରେ ଓସ୍କାର ଜିତିବା ପରେ ‘ଆର ଆର ଆର’ ଫିଲ୍ମର ମ୍ୟୁଜିକ କମ୍ପୋଜର ଏମ ଏମ କିରୱାନି ଗଲତା ପ୍ଲସକୁ ଏକ ଇଣ୍ଟରଭ୍ୟୁ ଦେଇଥିଲେ । ଏହି ଇଣ୍ଟରଭ୍ୟୁରେ ଏମ ଏମ କିରୱାନି ଓସ୍କାର ୨୦୨୩ରେ ଗୁନିତ ମୋଙ୍ଗାଙ୍କ ୱିନିଂ ସ୍ପିଚ କାଟିଦେବା ଘଟଣାକୁ ନେଇ ବଡ କଥା କହିଛନ୍ତି । କିରୱାନି କହିଛନ୍ତି, ଓସ୍କାର ଜିତିବା ପରେ ତୁରନ୍ତ ଗୁନିତ ମୋଙ୍ଗାଙ୍କୁ ହସ୍ପିଟାଲରେ ଆଡମିଟ କରାଯାଇଥିଲା । ଓସ୍କାର ଜିତିବା ପରେ ତାଙ୍କୁ ତାଙ୍କ କଥା କହିବାକୁ ସମୟ ଦିଆଯାଇ ନ ଥିଲା । ମାଇକ ବନ୍ଦ କରି ଦିଆଯାଇଥିଲା । ଫଳରେ ତାଙ୍କ ଶ୍ୱାସ ରୁଦ୍ଧ ହୋଇ ଆସିଥିଲା ଓ ସେ ହଠାତ୍ ଅସୁସ୍ଥ ହୋଇ ପଡିଥିଲେ । ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri