Posted inଜାତୀୟ

ପଶ୍ଚିମବଙ୍ଗର ୫୦ ହଜାର ମନରେଗା କର୍ମଚାରୀ ରାଜଧାନୀରେ କରିବେ ଆନ୍ଦୋଳନ, ଦିଲ୍ଲୀ ପୋଲିସକୁ ଅନୁମତି ମାଗିଲେ ଟିଏମସି ଏମପି

କୋଲକାତା,୧୬।୯: ପଶ୍ଚିମବଙ୍ଗର ଶାସକ ତ୍ରୁଣମୂଳ କଂଗ୍ରେସର ଏମପି ଡେରେକ ଓ’ବ୍ରାଇନ ରାମଲିଳା ମଇଦାନରେ ଆନ୍ଦୋଳନ କରିବାକୁ ଅନୁମତି ମାଗି ଦିଲ୍ଲୀ ପୋଲିସକୁ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ କହିଛନ୍ତି ଯେ ପଶ୍ଚିମବଙ୍ଗର୫୦ ହଜାର ମନରେଗା କର୍ମଚାରୀ ୩୦ ସେପ୍ଟେମ୍ବର ୨୦୨୩ରୁ ୪ ଅକ୍ଟୋବର ୨୦୨୩ ପର୍ଯ୍ୟନ୍ତ ଏଠାରେ ଆନ୍ଦୋଳନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବର ପଞ୍ଚମ ବିଜୟ

ମୁଲାନପୁର,୧୯ା୪: ପ୍ରିୟାଂଶ ଆର୍ଯ୍ୟ ଓ କୁପର କନୋଲୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ…

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ଆମେରିକାର ଲୁଇସିଆନାରେ ହୃଦୟ ବିଦାରକ ଘଟଣା, ୮ ଛୁଆଙ୍କୁ ହତ୍ୟା

ଓ୍ବାଶିଂଟନ,୧୯ା୪: ଆମେରିକାର ଲୁଇସିଆନାରେ ଘରୋଇ ହିଂସା ସହିତ ଜଡିତ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣାରେ ଅତି କମରେ ଆଠ ଜଣ ପିଲାଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri