Posted inଜାତୀୟ

ଶିବସେନା ଭବନ ବାହାରେ ହନୁମାନ ଚାଳିଶା ବଜାଇଲା ମହାରାଷ୍ଟ୍ର ନବ ନିର୍ମାଣ ସେନା

ମୁମ୍ବାଇ,୧୦ ।୪: ମହାରାଷ୍ଟ୍ରରେ ଅଜାନ ବିବାଦ ବେଳକୁ ବେଳ ବଢିବାରେ ଲାଗିଛି । ରାଜନୀତିରେ ଉଚିତ ସ୍ଥ।।ନ ପାଇବାକୁ ବ୍ୟାକୁଳ ହେଉଥିବା ମହାରାଷ୍ଟ୍ର ନବ ନିର୍ମାଣ ସେନା ମସଜିଦର ଅଜାନ ଶବ୍ଦକୁ ନେଇ ବିରୋଧ ପ୍ରଦର୍ଶନ କରିଛି । ମହାରାଷ୍ଟ୍ର ନବ ନିର୍ମାଣ ସେନା ନେତା ରବିବାର ମୁମ୍ବାଇ ଦାଦର ଅଞ୍ଚଳରେ ଥିବା ଶିବାସନା ଭବନ ବାହାରେ ଲାଉଡ ସ୍ପିକର ଲଗାଇ ହନୁମାନ ଚାଳିଶା ପାଠ କରିଛନ୍ତି । ଏହା ଜଣାପଡିବା ପରେ ସଙ୍ଗେ ସଙ୍ଗେ ପୁଲିସ ଲାଉଡ ସ୍ପିକର ବନ୍ଦ କରିବା ସହ ମହାରାଷ୍ଟ୍ର ନବ ନିର୍ମାଣ ସେନା କର୍ମୀକୁ ଅଟକ ରଖି ପଚରା ଉଚରା କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?