ଏପ୍ରିଲ ୧ରୁ ଶ୍ରୀକ୍ଷେତ୍ରରେ ଗଡ଼ିବ ମୋ ବସ୍‌

ପୁରୀ ଅଫିସ, ୨୯।୩: ପୁରୀରେ ମୋ ବସ୍‌ ସେବା ଆରମ୍ଭ ହେବ। ପୁରୀର ପ୍ରତି ଗଳି କନ୍ଦିରେ ଏପ୍ରିଲ ୧ତାରିଖରୁ ମୋ ବସ୍‌ ଚାଲିବ। ଏ ନେଇ କ୍ରୁଟ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର ଓ କଟକ ପରେ ସାଧାରଣ ଯାତ୍ରୀଙ୍କ ନିମନ୍ତେ ଏହି ସେବା ପୁରୀରେ ଆରମ୍ଭ ହେବାକୁ ଯାଉଛି । କ୍ୟାପିଟାଲ ରିଜିୟନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ଦୀର୍ଘ ୪ବର୍ଷ ଧରି କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ ଭଳି ପ୍ରମୁଖ ସହରାଞ୍ଚଳରେ ମୋ ବସ ସେବା ଯୋଗାଇଆସୁଛି । ଯାହାଦ୍ୱାରା ଜନସାଧାରଣଙ୍କ ନିତିଦିନିଆ ଯାତ୍ରାରେ ବେଶ ସହାୟକ ହେଉଛନ୍ତି । ପୂର୍ବରୁ ପୁରୀ ଜିଲାରେ ୨ଟି ରୁଟ୍‌ରେ ଏକ୍ସପ୍ରେସ ସେବା ଜାରୀ ରହିଥିଲା। ଏଥର ପୁରୀ ସହର ମଧ୍ୟରେ ମୋ ବସ ଚଳାଚଳ ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅକ୍ୱାନ’ ଭୟ: କଳାହାଣ୍ଡି ଜିଲାର ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା,ଜାଣନ୍ତୁ…

ଭବାନୀପାଟଣା,୧୮।୧୧ (ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ପ୍ରଭାବକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଗୁରୁବାର) କଳାହାଣ୍ଡି ଜିଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ…

ଜିନ୍‌ପିଙ୍ଗ, ପୁଟିନ୍‌ଙ୍କ ବଡ଼ ନିଷ୍ପତ୍ତି: ମୁକ୍ତ, ଅବାଧ ବାଣିଜ୍ୟକୁ ସମର୍ଥନ

ସେନ୍‌ଝେନ୍‌,୧୮ା୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ତ୍ରିପାକ୍ଷିକ ଆଲୋଚନାର ଦିନକ ପୂର୍ବରୁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପାଶ୍ଚାତ୍ୟ…

ଚାଇନାରେ ଏକାଠି ହେଲେ ଟ୍ରମ୍ପ୍‌-ପୁଟିନ୍‌-ଜିନ୍‌ପିଙ୍ଗ, ବୈଠକ ଉପରେ ବିଶ୍ବର ନଜର

ବେଜିଂ, ୧୮ା୧୧: ଚାଇନା ଗସ୍ତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଚାଇନାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ପ୍ରୋଟୋକଲ ଭାଙ୍ଗି ଚୀନ…

‘ଅର୍ଣ୍ଣବ’ର କ୍ଷତ ଶୁଖିନି, ପୁଣି ଘାରିଲା ‘ଅକ୍ୱାନ’ ଭୟ: ଆତଙ୍କିତ ପୁରୁଷୋତ୍ତମପୁରବାସୀ, ପ୍ରଶାସନର ହାଇ ଆଲର୍ଟ, ସୁରକ୍ଷିତ ସ୍ଥାନକୁ…

ପୁରୁଷୋତ୍ତମପୁର୧୮।୧୧ (ସବିତା ମିଶ୍ର) : ଗତ ୧୫ ଦିନ ତଳେ ଆସିଥିବା ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟାର କ୍ଷତ ଏଯାଏ ଶୁଖି ନ ଥିବା ବେଳେ…

ବରଗଡ଼ରେ ଧଳାଜହର କାରବାରର ପର୍ଦ୍ଦାଫାଶ: ୯୦ ଗ୍ରାମ ବ୍ରାଉନ୍ ସୁଗାର ଜବତ, ପୋଲିସ ହାତରେ ଧରାପଡ଼ିଲେ ଦମ୍ପତି

ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଟାଉନ୍ ଥାନା ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ଏକ ବଡ଼ ସଫଳତା ମିଳିଛି । ବୁଧବାର ପୋଲିସ ଚଢ଼ାଉ କରି ବ୍ରାଉନ୍…

ଡାକ୍ତରଙ୍କ ଅବହେଳାରୁ ଛାତ୍ରୀ ମୃତ୍ୟୁ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ଦାବିରେ ଧାରଣା

ନୂଆପଡ଼ା,୧୮।୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ…

ସରକାରଙ୍କ ବଡ଼ ନିଷ୍ପତ୍ତି; ଘୁଞ୍ଚିଲା ପଞ୍ଚାୟତ ନିର୍ବାଚନ, ବିଧାନସଭା ପରେ….

ଲକ୍ଷ୍ନୌ,୧୮।୧୧: ଉତ୍ତରପ୍ରଦେଶରେ ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ପଞ୍ଚାୟତ ନିର୍ବାଚନ କରାଇବାର ସମୟସୀମାକୁ ଆଉ ୬ ମାସ ବୃଦ୍ଧି କରାଯାଇଛି…

‘ଅକ୍ବାନ’ ଆଲର୍ଟ: ଗୁଡ଼ାରି ବ୍ଲକ ପ୍ରଶାସନର ଜରୁରୀ ବୈଠକ, ମୁଖ୍ୟାଳୟ ନ ଛାଡ଼ିବାକୁ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ

ଗୁଡ଼ାରି,୧୮ା୧୧(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟା ‘ଅକ୍ବାନ’କୁ ଦୃଷ୍ଟିରେ ରଖି ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?