ଯାତ୍ରୀଙ୍କ ଅଭିଯୋଗ: ବସ୍‌ରୁ ତଳକୁ ଠେଲିଦେଲେ ‘ମୋ ବସ୍‌’ କର୍ମଚାରୀ

ଭୁବନେଶ୍ବର, ୩୧।୩(ବ୍ୟୁରୋ): ହଂସପାଳ ନିକଟରେ ଚଳନ୍ତା ବସରୁ ଜଣେ ଯାତ୍ରୀଙ୍କୁ ତଳକୁ ଠେଲି ଦେଲେ ‘ମୋ ବସ’ କର୍ମଚାରୀ। ବସ୍‌ କର୍ମଚାରୀଙ୍କ ବିରୋଧରେ ଏଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଜଣେ ଯାତ୍ରୀ। ଭଡ଼ାକୁ କେନ୍ଦ୍ରକରି ବଚସାକୁ ନେଇ ଭୁବନେଶ୍ୱର ହଂସପାଳ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତେବେ ଯାତ୍ରୀ ତଳେ ପଡ଼ିଯିବାରୁ ତାଙ୍କ ଗୋଡ଼ ଉପରେ ଚଢ଼ିଗଲା ବସ। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଅଭିଯୋଗ ଅନୁସାରେ, ବାଲିଅନ୍ତା ଡିହ ବାଲିଅନ୍ତାର ନିର୍ମଳେନ୍ଦୁ ପରିଡ଼ା ନାମକ ବ୍ୟକ୍ତି ହଂସପାଳ ଛକରେ ଓହ୍ଲାଇବା ପାଇଁ ଖାରବେଳନଗରରୁ ୧୭ ନମ୍ବର ‘ମୋ ବସ’ ରେ ଚଢ଼ିଥିଲେ । ହେଲେ ବସ ଭିତରେ ଟିକେଟ ପଇସା ଫେରସ୍ତ ନେଇ ଯୁକ୍ତି ତର୍କ ହୋଇଥିଲା । ଏହାପରେ ସେ ଓହ୍ଲାଇବା ବେଳେ ତାଙ୍କୁ ବସ କର୍ମଚାରୀ ଠେଲି ଦେଇଥିଲେ ବୋଲି ଅଭିଯୋଗ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri