ଖୋର୍ଦ୍ଧା,୬।୪: ରାସ୍ତାକଡ଼ ନାଳକୁ ଖସିଲା ମୋ ବସ। ଏହି ଦୁର୍ଘଟଣାରେ ୨୦ ଆହତ ହୋଇଥିବା ଜଣାପଡିଛି। ପିତାପଲ୍ଲୀ ଛକରେ ଭାରସାମ୍ୟ ହରାଇ ମୋ ବସ ନାଳକୁ ଖସି ପଡିଛି। ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍ଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଆସୁଥିବାବଳେ ଏପରି ଦୁର୍ଘଟଣାର ସମ୍ମୁଖୀନ ହୋଇଛି।
ଖୋର୍ଦ୍ଧା,୬।୪: ରାସ୍ତାକଡ଼ ନାଳକୁ ଖସିଲା ମୋ ବସ। ଏହି ଦୁର୍ଘଟଣାରେ ୨୦ ଆହତ ହୋଇଥିବା ଜଣାପଡିଛି। ପିତାପଲ୍ଲୀ ଛକରେ ଭାରସାମ୍ୟ ହରାଇ ମୋ ବସ ନାଳକୁ ଖସି ପଡିଛି। ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍ଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଆସୁଥିବାବଳେ ଏପରି ଦୁର୍ଘଟଣାର ସମ୍ମୁଖୀନ ହୋଇଛି।
ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...
ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...
ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...
କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ ଭିତ୍ତିଭୂମିକୁ ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...
ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...
ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...
ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...
ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...