ହୋଲିରେ ଗଡ଼ିବନି ମୋ ବସ୍‌

ଭୁବନେଶ୍ୱର,୭।୩(ବ୍ୟୁରୋ): ହୋଲିରେ ମୋ ବସ ଚଳାଚଳ ବନ୍ଦ ରହିବ । ବୁଧବାର ପୂର୍ବାହ୍ନରେ ରାଜଧାନୀ ଓ ରାଉରକେଲାରେ ମୋ ବସ୍‌ ଚଳାଚଳ ବନ୍ଦ ରହିବ । ତେବେ ଏହା ଅପରାହ୍ନରେ କାର୍ଯ୍ୟକ୍ଷମ ହୋଇଯିବ। ଏନେଇ କ୍ରୁଟ୍‌ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ସୂଚନା ଦିଆଯାଇଛି। ଏ ନେଇ ସୋସିଆଲ ମିଡିଆରେ ସଂଶୋଧିତ ସାରଣୀ ଅପ୍‌ଲୋଡ କରାଯାଇଛି ।
ସେହିପରି ଭୁବନେଶ୍ବରରେ ଚଳାଚଳ କରୁଥିବା ମୋ ଇ-ରାଇଡ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ପଡ଼ିଛି ଭିତରକନିକା

କେନ୍ଦ୍ରାପଡ଼ା, ୧୮ା୪ (ଜଗନ୍ନାଥ ଧଳ)ଏପ୍ରିଲ ୧୮ ତାରିଖ ବିଶ୍ୱ ଐତିହ୍ୟ ଦିବସ। ବିଶ୍ୱ ଐତିହ୍ୟ ତାଲିକାରେ ସଂଲଗ୍ନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ...

ସହରାଞ୍ଚଳରେ ଛୁଇଁନି ୮୦% ମତଦାନ

ଯାଜପୁର,୧୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର କୋରେଇ ଓ ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପ୍ରମୁଖ ସହର ବ୍ୟାସନଗର ଓ ଯାଜପୁର ପୌରାଞ୍ଚଳ ରହିଛି। ତେବେ ଗତ ୩...

ମନ୍ତ୍ରୀପଦ ନିମାପଡ଼ା ପାଇଁ ଅଭିଶପ୍ତ

ନିମାପଡ଼ ୧୮ା୪ (ରଞ୍ଜନ କୁମାର ପଟ୍ଟନାୟକ) ମନ୍ତ୍ରୀ ପଦବୀ ନିମାପଡ଼ା ପାଇଁ ଅଭିଶପ୍ତ ସାବ୍ୟସ୍ତ ହୋଇଛି।  ଅତୀତ ପୃଷ୍ଠାକୁ ଓଲଟାଇଲେ ଜଣାପଡ଼େ ନିମାପଡ଼ା ବିଧାନସଭା କ୍ଷେତ୍ରରୁ ୩ଜଣ...

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ...

ଶ୍ରାଦ୍ଧ ଦିବସରେ ବିଜୁଙ୍କୁ ଭୁଲିଗଲେ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ)ତତ୍କାଳୀନ ରାଜନଗର ବିଧାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ରାଜ୍ୟସାରା ପାଳିତ ହୋଇଯାଇଛି। ହେଲେ ମହାକାଳପଡ଼ାରେ ଥିବା...

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ...

ଅଧାପନ୍ତରିଆ ଭାବେ ପଡ଼ିଛି ପ୍ରାଣୀ ଚିକିତ୍ସାଳୟ କାମ

ନୂଆଗାଁ,୧୮।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ନୂତନ ଗୃହ ନିର୍ମାଣ ଦୀର୍ଘ ମାସ ହେଲା ଅଧପନ୍ତରିଆ ଭାବେ ପଡି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri