ଆଜିଠୁ ପୁରୀରେ ଗଡ଼ିବ ‘ମୋ ବସ୍‌’

ପୁରୀ ଅଫିସ,୧।୪: ପୁରୀ ବାସୀଙ୍କ ପାଇଁ ଖୁସି ଖବର । ଶ୍ରୀକ୍ଷେତ୍ରରେ ଶୁକ୍ରବାରଠୁ ‘ମୋ ବସ୍‌’ ଚାଲିବ। ପ୍ରଥମ ପର୍ଯ୍ୟାୟରେ ସହର ମଧ୍ୟରେ ଦୁଇଟି ରୁଟରେ ମୋ ବସ୍‌ ଚଳାଚଳ କରିବ । ‘ମୋ ବସ୍‌’ସେବା ବଳିଆପଣ୍ଡା ରୋଡ ଓ ଷ୍ଟେସନକୁ ସଂଯୋଗ କରିବ । ଆଗକୁ ରୁଟ୍‌ ସଂଖ୍ୟା ବଢାଯିବା ସହ ଅନ୍ୟ ସହରରୁ ବି ପୁରୀକୁ ସିଧାସଳଖ ‘ମୋ ବସ୍‌’ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯିବ ବୋଲି କ୍ରୁଟ୍‌ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଯେଉଁ ଦୁଇଟି ରୁଟ୍‌ରେ ବସ ଚାଲିବ ତାହାର ସମୟ ସୋସିଆଲ ମିଡିଆ ଓ ଅଫିସିଆଲ ଓ୍ବେବସାଇଟ ମାଧ୍ୟମରେ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri