Posted inଜାତୀୟ

ମୋବାଇଲ୍‌ ଇଣ୍ଟରନେଟ୍‌ ସେବା ବନ୍ଦ

ଶ୍ରୀନଗର, ୨୬।୧: ଗଣତନ୍ତ୍ର ଦିବସ ଅବସରରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ମୋବାଇଲ ଇଣ୍ଟରନେଟ୍‌ ସେବାକୁ ଅସ୍ଥାୟୀ ଭାବେ ବନ୍ଦ କରି ଦିଆଯାଇଛି। ମଙ୍ଗଳବାର ପରେ ଏହା ପୁଣି ସ୍ବାଭାବିକ ହେବ। ପୂର୍ବରୁ ଉଦାମପୁର ଏବଂ ଗାନ୍ଦେରଓ୍ବଲକୁ ଛାଡି ଅନ୍ୟ ଅଞ୍ଚଳରେ ହାଇସ୍ପିଡ୍‌ ମୋବାଇଲ୍‌ ସେବାକୁ ବନ୍ଦ କରାଯାଇଥିଲା। ଅନ୍ୟ ଜିଲାଗୁଡ଼ିକରେ ୨ଜି ସେବା ଯୋଗାଣ ଜାରି ରହିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସାହସିକତା ପୁରସ୍କାର: ୨୨ଜଣ ବାଳିକାବାଳକଙ୍କୁ ସମ୍ମାନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୧: ଚଳିତ ବର୍ଷ ୨୨ ଜଣ ବାଳିକାବାଳକଙ୍କୁ ଜାତୀୟ ସାହସିକତା ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ...

ପୋଲିସ ଜିନ୍ଦାବାଦ୍‌ ନାରାରେ କମ୍ପୁଛି ଏନ୍‌କାଉଣ୍ଟର ସ୍ଥାନ

ହାଇଦ୍ରାବାଦ୍‌,୬।୧୨:ହାଇଦ୍ରାବାଦ୍‌ ଗଣବଳାତ୍କାର ମାମଲାରେ ପୋଲିସ ଏନକାଉଣ୍ଟରେ ୪ ଅଭିଯୁକ୍ତଙ୍କ ମୃତ୍ୟୁ ପରେ ଦେଶରେ ଆଶ୍ୱସ୍ତି ଖେଳିଯାଇଛି। ଯେଉଁ ସ୍ଥାନରେ ଅଭିଯୁକ୍ତମାନେ ଡାକ୍ତରାଣୀଙ୍କୁ ମାରିଥିଲେ ସେହିଠାରେ ହିଁ...

ମୋଦି ବିଶ୍ୱର ସବୁଠୁ ବଡ ଅଭିନେତା: ପ୍ରିୟଙ୍କା

ଲକ୍ଷ୍ନୌ, ୧୭।୫: ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ଲାଗି ଶୁକ୍ରବାର ପ୍ରଚାର ଶେଷ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ରାଲି...

ବିବାହର ୫ ଘଣ୍ଟା ପରେ କନ୍ୟାଙ୍କ ହେଲା ମୃତ୍ୟୁ, ସ୍ବାମୀ ଦେଲେ ମୁଖାଗ୍ନି

ବିହାରର ମୁଙ୍ଗେରରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ବେଶ୍‌ ହସଖୁସିରେ ଚାଲିଥିଲା ବିବାହ। ସାତଫେରା ଏବଂ ସିନ୍ଦୁରଦାନ ମଧ୍ୟ ସରିଥିଲା। ପରେ କନ୍ୟାଙ୍କ...

ଅରୁଣାଚଳ ପ୍ରଦେଶରେ ଭୂକମ୍ପ

ଇଟାନଗର,୨୫ା୯: ଅରୁଣାଚଳ ପ୍ରଦେଶରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ପାଙ୍ଗିନ ସହରରେ ସକାଳ ୧୦ଟା ୧୧ରେ ଲୋକେ ଭୂକମ୍ପ ଝଟ୍‌କା ଅନୁଭବ କରିବା ସହ ଭୟଭୀତ...

କୋ-ଓ୍ବିନ୍‌ ଆପ୍‌ରେ ତ୍ରୁଟି: ଟିକା ନେବା ପାଇଁ ପହଞ୍ଚି ପାରୁନି ମେସେଜ୍‌

ନୂଆଦିଲ୍ଲୀ,୧୯।୧: କରୋନା ମହାମାରୀ ବିରୋଧରେ ଭାରତରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ଏପରେ ସ୍ଥଳେ ଦେଶରେ ସାର୍ବଜନୀକ ଟିକାକରଣ ଆରମ୍ଭ ହୋଇଛି। ତେବେ ଟିକାକରଣ କାର୍ଯ୍ୟକ୍ରମରେ...

ବନ୍ୟା ପାଣିରେ ଆମ୍ବୁଲାନ୍ସକୁ ବାଟ ଦେଖାଇ ହିରୋ ପାଲଟିଲେ ୧୨ ବର୍ଷର ବାଳକ

ବେଙ୍ଗାଲୁରୁ,୧୫।୮: ଚଳିତ ବର୍ଷ ବନ୍ୟାରେ ବେହାଲ ହେଲାଣି କର୍ନାଟକ। ଯୁଆଡେ ଚାହିଁଲେ ପାଣି ଆଉ ପାଣି। ଏହି ସମୟରେ କର୍ନାଟକ ରାଇଚୁର ଜିଲାର ହିରେରାୟନକୁମ୍ପି ଗାଁରେ...

ହିଜାବ୍‌ ଇସଲାମର ଅନିବାର୍ଯ୍ୟ ଅଂଶ ନୁହେଁ, କହିଲେ ସରକାର…

ନୂଆଦିଲ୍ଲୀ, ୨୦।୯ : ମଙ୍ଗଳବାର ସୁପ୍ରିମକୋର୍ଟରେ କର୍ନାଟକ ହାଇକୋର୍ଟଙ୍କ ଶିକ୍ଷାନୁଷ୍ଠାନରେ ହିଜାବ୍‌କୁ ନିଷିଦ୍ଧ କରିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇଥିବା ପିଟିଶନଗୁଡ଼ିକର ଶୁଣାଣି ହୋଇଥିଲା। ସର୍ବୋଚ୍ଚ ଅଦାଲତରେ...

Advertisement
Archives

Model This Week