ବିଧାନସଭାକୁ ମୋବାଇଲ ମନା, ବିଧାୟକଙ୍କୁ ରୋକଠୋକ ଶୁଣାଇଦେଲେ ବାଚସ୍ପତି ସୁରମା

ଭୁବନେଶ୍ୱର,୨୮।୮: ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ମନା। କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏ ନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ । ଗୃହରେ ଜଣେ ବିଧାୟକ ଫଟୋ ଉଠାଇଥିବା ଦେଖିବା ପରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ଏଣିକି କୌଣସି ବିଧାୟକ କିମ୍ବା ମନ୍ତ୍ରୀ ବିଧାନସଭା ଗୃହ ମଧ୍ୟକୁ ମୋବାଇଲ ନେଇ ଯାଇପାରିବେ ନାହିଁ ।

ଭୁବନେଶ୍ୱର,୨୮।୮: ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ମନା। କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏ ନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ । ଗୃହରେ ଜଣେ ବିଧାୟକ ଫଟୋ ଉଠାଇଥିବା ଦେଖିବା ପରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ଏଣିକି କୌଣସି ବିଧାୟକ କିମ୍ବା ମନ୍ତ୍ରୀ ବିଧାନସଭା ଗୃହ ମଧ୍ୟକୁ ମୋବାଇଲ ନେଇ ଯାଇପାରିବେ ନାହିଁ ।

ସୋର ବିଧାୟକ ଗୃହରେ ଫଟୋ ଉଠାଉଥିବାବେଳେ ଏହାକୁ ବାରଣ କରିବା ସହ ରୋକଠୋକ ଶୁଣାଇଛନ୍ତି ବାଚସ୍ପତି ସୁରମା ପାଢୀ। କେବଳ ସୋର ବିଧାୟକ ନୁହନ୍ତି ଅନେକ ବିଧାୟକ ମୋବାଇଲରେ କଥା ହେଉଥିବା ନଜିର ରହିଛି।କେବଳ ମୋବାଇଲ ଫୋନ ନୁହେଁ ବିଧାୟକ ମାନେ ପାଣି ବୋତଲ ନେଇ ମଧ୍ୟ ବିଧାନସଭା ଭିତରକୁ ଯାଇପାରିବେ ନାହିଁ । ବିଧାନସଭା ବାହାରେ ପିଇବା ପାଣିର ବ୍ୟବସ୍ଥା ରହିଛି। ତେଣୁ ବିଧାନସଭା ଭିତରେ ମୋବାଇଲର ବ୍ୟବହାର ଓ ପାଣି ବୋତଲ ବ୍ୟବହାର କରିବା ଅନୁଚିତ ବୋଲି କହିଛନ୍ତି ବାଚସ୍ପତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ…

ବାୟୁସେନା ଯବାନରୁ ଚନ୍ଦ୍ରନାଥ କେମିତି ହେଲେ ଶୁଭେନ୍ଦୁଙ୍କ ଡାହାଣ ହାତ? BJP  ପୂର୍ବରୁ TMC ସହ ଥିଲା ସମ୍ପର୍କ

କୋଲକାତା,୭।୫: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଏକ ବଡ଼ ଧରଣର ରକ୍ତପାତ ଦେଖିବାକୁ ମିଳିଛି। ବୁଧବାର ରାତିରେ ଭାଜପା ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ…

ବଙ୍ଗରେ ପରାଜୟ ପରେ TMCରେ ଫାଟ! ବୈଠକ ଡାକିଲେ ଦିଦି, ଆସିଲେନି ୯ ବିଧାୟକ

କୋଲକାତା,୭।୫: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ଭାଜପା ଠାରୁ ହାରିବା ପରେ ଦଳୀୟ ଲୋକ ଅନ୍ତର୍ଘାତୀ କାମ କରିଥିବା ନେଇ…

ପୁଣି ଏକ ନୂଆ ମାମଲାରେ ଫସିଲେ ରାହୁଲ ଗାନ୍ଧୀ, ଏଥର…

ନୂଆଦିଲ୍ଲୀ,୭ା୫: ଲୋକ ସଭାର ବିରୋଧୀ ଦଳ ନେତା ତଥା ରାୟବରେଲିର କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲା ପରେ ଆଉ ଏକ ନୂଆ ମାମଲାରେ…

ଫସିଗଲେ ଥଲାପତି ବିଜୟ: ରାଜ୍ୟପାଳ ରଖିଲେ ବଡ଼ ସର୍ତ୍ତ, ଏବେ ହେବ କ’ଣ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନର ଫଳାଫଳ ପରେ ମଧ୍ୟ ନୂତନ ସରକାର ଗଠନ ସମ୍ପର୍କିତ ଚିତ୍ର ଅସ୍ପଷ୍ଟ ରହିଛି। କଂଗ୍ରେସ ସମର୍ଥନରେ ସରକାର ଗଠନ ପାଇଁ ଦାବି…

LPG ବୁକ୍‌ କରିବା ହେଲା ଆହୁରି ସହଜ, ଏହି ଆପ୍‌ ଜରିଆରେ କେଇ ସେକେଣ୍ଡରେ ହୋଇଯିବ ବୁକିଂଠାରୁ ନେଇ ପେମେଣ୍ଟ…

ନୂଆଦିଲ୍ଲୀ,୭।୫: ଆଜିର ଅତ୍ୟାଧୁନିକ ଯୁଗରେ ଟେକ୍ନୋଲୋଜି ଆମ ଜୀବନଶୈଳୀକୁ ଅନେକ ସହଜ କରିଦେଇଛି। ପୂର୍ବରୁ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଗ୍ରାହକଙ୍କୁ ଗ୍ୟାସ ଏଜେନ୍ସିକୁ ଦୌଡ଼ିବାକୁ ପଡ଼ୁଥିଲା…

ଆସୁଛି ଲଘଚାପ: ଏହି ଦିନଠାରୁ ଛେଚିବ ବର୍ଷା

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ):ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ…

ବିହାର କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ମନ୍ତ୍ରୀ ଭାବେ ଶପଥ ନେଲେ ନିଶାନ୍ତ କୁମାର

ପାଟ୍‌ନା,୭ା୫: ବିହାର କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର, ଭାରତୀୟ ଜନତା ପାର୍ଟି (ଭାଜପା), ଜନତା ଦଳ ୟୁନାଇଟେଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri