Posted inଜାତୀୟ

ସନ୍ଦେହ ଘେରରେ ପୋଲିସ: ବଳାତ୍କାର ମାମଲାରେ ଜେଲରେ ଥିବା ନାରାୟଣ ସାଇଙ୍କ ନିକଟରୁୁ ମିଳିଲା ମୋବାଇଲ

ସୁରଟ,୨୪ ।୧୦: ବଳାତ୍କାର ମାମଲାରେ ଜେଲରେ ସଜା କାଟୁଥିବା ନାରାୟଣ ସାଇଙ୍କ ପାଖରେ ମୋବାଇଲ ଫୋନ ମିଳିବା ଘଟଣା ଏବେ ଆସିଛି ଚର୍ଚ୍ଚାକୁ । ଏହାକୁ ନେଇ ପୋଲିସ ଉପରେ ପ୍ରଶ୍ନ ଉଠିଛି । ନାବାଳିକା ବଳାତ୍କାର ମାମଲାର ଅଭିଯୁକ୍ତ ତଥା ଅଧ୍ୟାତ୍ମିକ ଗୁରୁ କୁହାଯାଉଥିବା ଆଶାରାମ ବାପୁଙ୍କ ପୁଅ ହେଉଛନ୍ତି ନାରାୟଣ ସାଇ । ଏବେ ସେ ଜେଲରେ ଥିବା ବେଳେ ତାଙ୍କ ନିକଟରୁ ମୋବାଇଲ ଫୋନ ମିଳିବା ପରେ ନାରାୟଣଙ୍କ ନାଁରେ ଏକ ମାମଲା ରୁଜୁ କରାଯାଇଛି । ଜଣାପଡିଛି ଯେ କେବଳ ନାରାୟଣ ସାଇ ନୁହେଁ ବରଂ ସେହି ଜେଲରେ ଥିବା ଅନ୍ୟ ୪ ଜଣଙ୍କ ନିକଟରୁ ମଧ୍ୟ ମୋବାଇଲ ଫୋନ ମିଳିଛି । ସୂଚନାଯୋଗ୍ୟ, ଗୁଜୁରାଟ ସୁରଟ ସ୍ଥିତ ଆଶ୍ରମରେ ଦୁଇ ଭଉଣୀଙ୍କୁ ବଳାତ୍କାର ମାମଲାରେ ସେସନ୍ସ କୋର୍ଟ ଆଶାରାମ ବାପୁଙ୍କ ପୁଅ ନାରାୟଣ ସାଇଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି । ଏହା ୧୯୯୭ର ଘଟଣା ହୋଇଥିବା ବେଳେ ୨୦୧୩ରେ ମାମଲା ରୁଜୁ କରାଯାଇଥିଲା । ଦୀର୍ଘ ୨୨ ବର୍ଷ ପରେ ମହିଳାଙ୍କୁ ଏହି ମାମଲାରେ ନ୍ୟାୟ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ…

କ୍ରିକେଟରେ ଖେଳିଗଲା ଚାଞ୍ଚଲ୍ୟ! ୨ ବଳାତ୍କାର ଅଭିଯୋଗରେ ଖେଳାଳି ନିଲମ୍ବିତ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଘରୋଇ କ୍ରିକେଟରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏସେକ୍ସ କାଉଣ୍ଟି କ୍ରିକେଟ କ୍ଲବର ୨୪ ବର୍ଷୀୟ ବ୍ୟାଟର ରବିନ ଦାସଙ୍କ ବିରୋଧରେ ଦୁଇଟି…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

କେତୁଙ୍କ ନକ୍ଷତ୍ର ବଦଳିବା ମାତ୍ରେ ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ପଦୋନ୍ନତି! ସବୁ କ୍ଷେତ୍ରରେ ପାଇବେ ଲାଭ ହିଁ ଲାଭ

ବୈଦିକ ଜ୍ୟୋତିଷରେ କେତୁଙ୍କୁ ରହସ୍ୟ, ଆଧ୍ୟାତ୍ମିକତା, ଗବେଷଣା ଓ ବୈରାଗ୍ୟ ସହ ଜଡ଼ିତ ଗ୍ରହ ଭାବେ ମନାଯାଏ। ନଭେମ୍ବର ଶେଷରେ କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ ହେବାକୁ ଯାଉଛି।…

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….

କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?