ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ ୫ ମାସ ମଧ୍ୟରେ ଟେଲିକମ କମ୍ପାନୀଗୁଡ଼ିକ ନିଜ ଟାରିଫ ପ୍ଲାନରେ ୧୨ରୁ ୧୫ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି କରିପାରନ୍ତି। ଏହାର ଅର୍ଥ ହେଉଛି ସାଧାରଣ ଲୋକଙ୍କୁ ନିଜ ମୋବାଇଲ ରିଚାର୍ଜ ପ୍ଲାନ ପାଇଁ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ।

ସେଣ୍ଟ୍ରମ ଇନଷ୍ଟିଚ୍ୟୁସନାଲ ରିସର୍ଚ୍ଚ (Centrum Institutional Research)ର ଏକ ରିପୋର୍ଟ ଅନୁଯାୟୀ, ଭାରତର ଟେଲିକମ କ୍ଷେତ୍ରରେ ଆଗାମୀ ଚାରିରୁ ପାଞ୍ଚ ମାସ ମଧ୍ୟରେ ଟାରିଫରେ ଆଉ ୧୨-୧୫ ପ୍ରତିଶତ ବୃଦ୍ଧି ଘଟିପାରେ। ରିପୋର୍ଟ ମୁତାବକ, ମାର୍କେଟ କନସୋଲିଡେସନ ପରେ ଦର ବଢ଼ାଇବା ପାଇଁ ବାତାବରଣ ଅଧିକ ଅନୁକୂଳ ହୋଇଯାଇଛି। ରିପୋର୍ଟରେ କୁହାଯାଇଛି ଯେ ବଜାରରେ କେବଳ ୩+୧ ପ୍ଲେୟାର୍ସ ରହିଥିବାରୁ ମୂଲ୍ୟ ବୃଦ୍ଧି କରିବାର ସୁଯୋଗ ବଢ଼ିଯାଇଛି ଏବଂ ଆଗାମୀ ୪ରୁ ୫ ମାସ ମଧ୍ୟରେ ଟାରିଫରେ ୧୨-୧୫ ପ୍ରତିଶତ ବୃଦ୍ଧି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?