ଗଞ୍ଜାମରେ ମୋବାଇଲ ସ୍ବାବ ସଂଗ୍ରହ, ଆଣ୍ଟିଜେନ୍‌ ଟେଷ୍ଟ: ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ହେଲା ଆରମ୍ଭ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ସ୍ବାବ ସଂଗ୍ରହ ଓ କରୋନା ଟେଷ୍ଟିଂ ବୃଦ୍ଧି ନେଇ ଜିଲା ପ୍ରସାଶନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ଜିଲାରେ ମୋବାଇଲ ସ୍ବାବ ସଂଗ୍ରହ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳି ମ୍ୟୁନିସିପାଲିଟିରୁ ଗୁରୁବାର ଆରମ୍ଭ ହୋଇଛି। ଏଠାରେ ୫ ଦିନ ଶଟ୍‌ଡାଉନ କରାଯାଇଛି। କରୋନା ଲକ୍ଷଣ ଥିବା ଲୋକଙ୍କ ଟେଷ୍ଟିଂ ବୃଦ୍ଧି ପାଇଁ ଏହି ବ୍ୟବସ୍ଥା ହୋଇଛି। ଲୋକଙ୍କୁ ଟେଷ୍ଟିଂ ପାଇଁ ହସ୍ପିଟାଲ ଆସିବାକୁ ପଡିବନି ବୋଲି କୁହାଯାଇଛି। ଜିଲା ଅନ୍ୟ ସ୍ଥାନରେ ମଧ୍ୟ ଏହି ବ୍ୟବସ୍ଥା କରାଯିବ।
ଅପରପକ୍ଷରେ ତୁରନ୍ତ କରୋନା ରିପୋର୍ଟ ପାଇଁ ଜିଲାରେ ଆଣ୍ଟିଜେନ କିଟ୍‌ ଟେଷ୍ଟିଂ ଚାଲିଛି ଜିଲାକୁ ପ୍ରଥମ ପର୍ଯ୍ୟାୟରେ ୨୫୦୦ କିଟ୍‌ ଆସିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri