Posted inଜାତୀୟ

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ ଉକ୍ତ ଯୁବତୀ ଘରେ ଏକୁଟିଆ ଥିବାବେଳେ ଅଭିଯୁକ୍ତ ପ୍ରବେଶ କରି ଏକାଧିକ ଥର ଛୁରାମାଡ଼ କରିଥିଲେ।

ଗୁରୁତର ଅବସ୍ଥାରେ ମୁସ୍କାନଙ୍କୁ ହସ୍ପିଟାଲ ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଅଭିଯୁକ୍ତ ଇମ୍ରାନ୍‌ ଜଣେ ଜିମ୍‌ ପ୍ରଶିକ୍ଷକ। ସେ ନିଖୋଜ ହୋଇଯାଇଥିବାବେଳେ ତାଙ୍କୁ ଧରିବା ପାଇଁ ଏକାଧିକ ପୋଲିସ୍‌ ଟିମ୍‌ ତନାଘନା ଚଳାଇଛନ୍ତି। ଇମ୍ରାନ୍‌ ମୁସ୍କାନଙ୍କୁ ହତ୍ୟା କରିଥିବା ତାଙ୍କ ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri