ଫ୍ରିଜ୍‌ରୁ ମିଳିଲା ମଡେଲଙ୍କ ଗୋଡ଼

ହଂକଂ, ୨୭।୨: ନିଖୋଜ ଥିବା ହଂକଂ ମଡେଲ ତଥା ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଆବୀ ଚୋଇଙ୍କ କଟା ଗୋଡ଼ ରୁରାଲ ଟାଇ ପୋ’ରେ ଥିବା ଘର ଫ୍ରିଜ୍‌ରୁ ରବିବାର ପୋଲିସ ଜବତ କରିଛି। ମଡେଲଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ପୋଲିସ ୪ ଜଣଙ୍କୁ ଗିରଫ କରିଥିବାବେଳେ ୩ ଜଣଙ୍କ ନଁାରେ ମାମଲା ରୁଜୁ କରିଛି। ୨୮ ବର୍ଷୀୟା ଆବୀଙ୍କ ହତ୍ୟାରେ ପୂର୍ବତନ ସ୍ବାମୀ ଆଲେକ୍ସ କଓ୍ବୋଙ୍ଗ ଓ ଶାଶୁଙ୍କ ସମ୍ପୃକ୍ତି ନେଇ ପୋଲିସ ଗିରଫ କରିଛି। ଶରୀରର କଟା ଅଙ୍ଗ ସାଙ୍ଗକୁ ଏଥିରେ ବ୍ୟବହାର ହୋଇଥିବା ଉପକରଣ ସବୁକୁ ପୋଲିସ ଜବତ କରିଥିବା କହିଛି। ଡ୍ରୋନ୍‌ ସାହାଯ୍ୟରେ ଆବୀଙ୍କ ମୁଣ୍ଡ ଓ ଅନ୍ୟ ଅଙ୍ଗ ପୋଲିସ ଖୋଜିବା ଆରମ୍ଭ କରିଛି। ଏଲ୍‌’ ଅଫିସିଆଲ ମୋନାକୋ ଫ୍ୟାଶନ୍‌ ମାଗାଜିନ୍‌ର ଡିଜିଟାଲ କରଭରେ ଆବୀଙ୍କୁ ନିକଟରେ ଦେଖାଯାଇଥିଲା। ମଙ୍ଗଳବାର ତାଙ୍କୁ ଶେଷଥର ପାଇଁ ଟାଇ ପୋ’ରେ ଦେଖାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri