Posted inଜାତୀୟ

ଚଳିତ ସପ୍ତାହ ଶେଷ ସୁଦ୍ଧା ଭାରତରେ ପହଞ୍ଚିପାରେ ମର୍ଡନା ଭ୍ୟାକ୍ସିନ

ନୂଆଦିଲ୍ଲୀ,୫ ।୭: କରୋନା ମହାମାରୀ ସହ ଲଢିବାକୁ ଏବେ ଟିକାକରଣକୁ ବେଶ୍ ଗୁରୁତ୍ୱ ଦିଆଯାଉଛି । ବିଶ୍ୱର ପ୍ରାୟ ସମସ୍ତ ଦେଶରେ ଟିକାକରଣ ଅଭିଯାନକୁ ଦ୍ରୁତ ଗତିରେ ଆଗକୁ ନିଆଯାଉଛି । ଏହି କ୍ରମରେ ଆମେରିକା କମ୍ପାନୀ ମର୍ଡନା ଦ୍ୱାରା ପ୍ରସ୍ତୁତ କରୋନା ଟିକା ଚଳିତ ସପ୍ତାହରେ ଭାରତରେ ପହଞ୍ଚିବ ବୋଲି କୁହାଯାଉଛି । କୋଭିସିଲ୍ଡ, କୋଭାକ୍ସିନ ଓ ସ୍ପୁଟନିକ ପରେ ମର୍ଡନା ଦେଶରେ ଉପଲବ୍ଧ ହେବାକୁ ଯାଉଥିବା ଚତୁର୍ଥ ଭ୍ୟାକ୍ସିନ ହେବାକୁ ଯାଉଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଡିସିଜିଆଇ ଡ୍ରଗ୍ସ ଆଣ୍ଡ କସମେଟିକ୍ସଆକ୍ଟ ୧୯୪୦ ଆଧାରରେ ନୂଆ ଔଷଧ ଏବଂ କ୍ଲିନିକାଲ ପରୀକ୍ଷଣ ନିୟମ, ୨୦୧୯ ଅନୁଯାୟୀ, ସିପ୍ଲାକୁ ଦେଶରେ ସୀମିତ ଜରୁରୀକାଳିନ ଉପଯୋଗ ପାଇଁ ମର୍ଡନାର କୋଭିଡ-୧୯ ଟିକାକୁ ଆମଦାନି କରିବାକୁ ଅନୁମତି ପ୍ରଦାନ କରିଛି । ଏବେ ସାରା ବିଶ୍ୱରେ କରୋନାର ଡେଲ୍ଟା ପ୍ଲସ ଭାରିଏଣ୍ଟ ତାଣ୍ଡବ ରଚିବାକୁ ଯାଉଥିବା ବେଳେ ମର୍ଡନାର ଏହି ଟିକା ଭଲ କାମ କରିବ ବୋଲି କୁହାଯାଉଛି । କାରଣ ଏହା ଆମେରିକାରେ କ୍ଲିନିକାଲ ଟ୍ରାଏଲ ସମୟରେ ୯୪ ପ୍ରତିଶତ କାମ କରିବ ବୋଲି ସ୍ପଷ୍ଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri