Posted inଖେଳ

ମୋଦି-ଆଲବାନେ ଦେଖିବେ ଅହମଦାବାଦ ଟେଷ୍ଟ…

ଆହମଦାବାଦ,୮।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନେ ଅହମଦାବାଦରେ ହେବାକୁ ଥିବା ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଦେଖିବେ। ମାର୍ଚ୍ଚ ୯ ଗୁରୁବାରରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉଭୟ ନେତା ଉପସ୍ଥିତ ରହିବେ। ଏହି ମ୍ୟାଚ ପୂର୍ବାହ୍ନ ସାଢ଼େ ୮ଟାରୁ ଉଭୟ ନେତାଙ୍କ ଉପସ୍ଥିତିରେ ଆରମ୍ଭ ହେବ।

ପ୍ରଧାନମନ୍ତ୍ରୀ ମୋଦି ବୁଧବାର ରାତିରେ ଅହମଦାବାଦରେ ପହଞ୍ଚିବେ। ସେ ରାତିରେ ରାଜ ଭବନରେ ରହିବେ।
ବୁଧବାର ସନ୍ଧ୍ୟାରେ ଆଲବାନେ ଅହମଦାବାଦ ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ସେ ସାବରମତି ଆଶ୍ରମରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri