Posted inଜାତୀୟ

ଉତ୍ତରପ୍ରଦେଶ ଗରିବଙ୍କ ପାଇଁ ଉପହାର ଘୋଷଣା କଲେ ମୋଦି

ଲକ୍ଷ୍ନୌ, ୨୦।୧: ଉତ୍ତରପ୍ରଦେଶର ଗ୍ରାମୀଣ ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଉପହାର ଘୋଷଣା କରିଛନ୍ତି। ରାଜ୍ୟର ୬ ଲକ୍ଷ ୧୦ ହଜାର ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ଅନ୍ତର୍ଗତ ବାସ ଗୃହ ଯୋଗାଇ ଦିଆଯିବ। ଏଥିପାଇଁ ୨୬୯୧ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାର ଶୁଭାରମ୍ଭ ମୋଦି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି। ଏବେ ଗରିବଙ୍କ ସ୍ବପ୍ନ ସାକାର ହୋଇପାରିବ। ୨୦୨୨ ସୁଦ୍ଧା ପ୍ରତି ଗରିବଙ୍କ ପାଖରେ ନିଜର ବାସଗୃହ ରହିଥିବ ବୋଲି ମୋଦି କହିଛନ୍ତି। ଏହି ଅବସରରେ ମୋଦି ପୂର୍ବର ସପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସପା ସରକାରଙ୍କ ଅମଳରେ ଗରିବଙ୍କ ପାଇଁ କୌଣସି ସ୍ବତନ୍ତ୍ର ଯୋଜନା ନ ଥିବା ମୋଦି କହିଛନ୍ତି। ଏହି ଯୋଜନା ଅନ୍ତର୍ଗତ ହିତାଧିକାରୀଙ୍କ ମଧ୍ୟରୁ ୫ ଲକ୍ଷ ୩୦ ହଜାରଙ୍କୁ ଯୋଜନାର ପ୍ରଥମ କିସ୍ତିି ଆର୍ଥିକ ସହାୟତା ମିଳି ସାରିଛି। ଅପରପକ୍ଷରେ ୮୦ ହଜାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ସହାୟତା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୯ରେ ହରିୟାଣା ଯିବେ ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସର୍ବେକ୍ଷଣ ଯୋଜନାର କରିବେ ଶୁଭାରମ୍ଭ

ନୂଆଦିଲ୍ଲୀ,୨୫।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୯ ତାରିଖରେ ହରିୟାଣା ଗସ୍ତରେ ଯିବେ। କୁରୁକ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ସର୍ବେକ୍ଷଣ ଯୋଜନାର ଶୁଭାରମ୍ଭ କରିବେ। ଯେଉଁଥିରେ ରାଜ୍ୟର ୧.୬୦କୋଟିରୁ...

ତାମିଲନାଡୁ ଉପକୂଳ ଛୁଇଁବ ଘୂର୍ଣ୍ଣିଝଡ: ୯ ଜିଲାକୁ ରେଡ ଆଲର୍ଟ

ଚେନ୍ନାଇ,୧୧ ।୧୧: ତାମିଲନାଡୁରେ ଅଦିନିଆ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରି ସାରିଲାଣି । ଏହା ସୁଧୁରିବା ପରିବର୍ତ୍ତେ ବେଳକୁ ବେଳ ବିଗିଡିବାରେ ଲାଗିଛି । ଏବେ...

ଭାରତୀୟ ନାଗରିକତ୍ୱ ଛାଡ଼ିଛନ୍ତି ୧୬ ଲକ୍ଷରୁ ଊର୍ଦ୍ଧ୍ୱ

ନୂଆଦିଲ୍ଲୀ, ୧୦।୨:୨୦୧୧ ପରଠାରୁ ଦେଶରେ ମୋଟ ୧୬,୬୩,୪୪୦ ଜଣ ଭାରତୀୟ ନାଗରିକତ୍ୱ ତ୍ୟାଗ କରିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁରୁବାର ରାଜ୍ୟ ସଭାରେ କହିଛନ୍ତି।...

ବଳାତ୍କାରୀଙ୍କୁ ଖଣ୍ଡ ଖଣ୍ଡ କରି କାଟି ଦେଲେ ପୀଡ଼ିତାଙ୍କ ବାପା

ଖାଣ୍ଡଓ୍ବା,୨୯।୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୀଡ଼ିତାଙ୍କ ବାପା ଏବଂ ମାମଁୁ ହତ୍ୟା କରିଛନ୍ତି। ହତ୍ୟା ପରେ ମୃତଦେହକୁ ଖଣ୍ଡ ଖଣ୍ଡ କରି ନଦୀରେ...

୫୦ ବର୍ଷ ପରେ ଭାରତକୁ ପୁଣି ଆସିବେ ଚିତାବାଘ, ଜନ୍ମଦିନରେ ଏନକ୍ଲୋଜରରେ ଛାଡ଼ିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୧୨।୯ : ଦୁନିଆର ଦ୍ରୁତତମ ଦୌଡ଼ୁଥିବା ପ୍ରାଣୀ ଚିତା ବିଲୁପ୍ତ ହେବାର ପ୍ରାୟ ୫୦ ବର୍ଷ ପରେ ସେପ୍ଟେମ୍ବର୧୭ ରେ ଭାରତକୁ ପୁଣି ଆସିିବାକୁ...

ଏଣିକି କେବଳ ପ୍ରଧାନମନ୍ତ୍ରୀଙ୍କୁ ମିଳିପାରେ ଏସ୍‌ପିଜି ସୁରକ୍ଷା

ନୂଆଦିଲ୍ଲୀ,୨୨।୧୧: ଏବେ ଆଉ ପୂର୍ବତନ ପ୍ରଧାନମନ୍ତ୍ରୀ ଅବା ତାଙ୍କ ପରିବାର ସଦସ୍ୟଙ୍କୁ ଏସ୍‌ପିଜି ସୁବିଧା ମିଳିବ ନାହିଁ। ଆଗକୁ କେବଳ ପ୍ରଧାନମନ୍ତ୍ରୀଙ୍କୁ ଏହି ସୁରକ୍ଷା ମିଳିବ...

ତାଜମହଲ ନାମ ପରିବର୍ତ୍ତନ ପାଇଁ ଆଗତ ହେବ ପ୍ରସ୍ତାବ…

ଆଗ୍ରା, ୩୧।୮ : ତାଜମହଲର ନାମ ତେଜୋ ମହଲକୁ ପରିବର୍ତ୍ତନ ପାଇଁ ଏକ ପ୍ରସ୍ତାବ ଆଗ୍ରା ମ୍ୟୁନିସିପାଲ କର୍ପୋରେଶନରେ ବୁଧବାର ଅଣାଯିବ। ଗତ ସାଢ଼େ ଚାରି...

ଦିଲ୍ଲୀରେ ବଢ଼ୁଛି ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୨୪।୧୦: ଦେଶର ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ତର ଲଗାତର ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳେ ଅର୍ଥାତ୍‌ ଅକ୍ଟୋବର ୨୪ରେ ରବିବାର ତୁଳନାରେ ଦିଲ୍ଲୀ ଓ...

Advertisement
Archives

Model This Week