Posted inଜାତୀୟ

ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି

ନୂଆଦିଲ୍ଲୀ,୧୩ା୫: ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଓଡ଼ିଶାବାସୀଙ୍କୁ ମତଦାନ କରିବାକୁ ଅପିଲ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ମୁଁ ରାଜ୍ୟବାସୀଙ୍କୁ ମତଦାନ ସାବ୍ୟସ୍ତ କରିବାକୁ ଅପିଲ କରୁଛି। ଆପଣଙ୍କ ଭୋଟ୍‌ ଆପଣଙ୍କ ସ୍ବର। ଏହାକୁ ଦୃଢ଼ ଓ ସ୍ପଷ୍ଟ ଭାବରେ ଉତ୍ତୋଳନ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି।...

ପହଲଗାମ ଆକ୍ରମଣ ଉପରେ ରବର୍ଟ ଭଦ୍ରାଙ୍କ ବିବାଦୀୟ ବୟାନ, କହିଲେ-”ମୁସଲମାନମାନଙ୍କୁ ଦମନ କରାଯାଉଛି…”

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ମର୍ମନ୍ତୁଦ ଆତଙ୍କବାଦୀ ଆକ୍ରମଣକୁ ନେଇ ରବର୍ଟ ଭଦ୍ରାଙ୍କ ଏକ ବୟାନ ବିବାଦ ସୃଷ୍ଟି କରିଛି। ମଙ୍ଗଳବାର...

Gold: ସୁନାଦର ଖସିବା ଭିତରେ ଆସିଲା ବଡ଼ ଖବର: ଅକ୍ଷୟ ତୃତୀୟାରେ ଏତେ ଶସ୍ତାରେ ମିଳିବ ସୁନା! ମେକିଂଚାର୍ଜ ପାଇଁ…

ନୂଆଦିଲ୍ଲୀ,୨୩।୫: ଅକ୍ଷୟ ତୃତୀୟା ପାଇଁ ଆଉ ମାତ୍ର କିଛି ଦିନ ବାକି ଅଛି। ଏହି ଦିନ ସୁନା କିଣିବା ବହୁତ ଶୁଭ ବୋଲି ବିବେଚନା କରାଯାଏ।...

ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…

ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର...

Pahalgam Terror Attack: ମୋଦି ସରକାରଙ୍କୁ ବଡ଼ ଅପିଲ କଲେ ଖାର୍ଗେ, କହିଲେ ଆମେ ସାଥିରେ ଅଛୁ

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶାସକ ଏବଂ ବିରୋଧୀ ଦଳର ସମସ୍ତ ନେତା କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ...

Kashmir Attack: ପାକିସ୍ତାନ ମୁହାଁ ଭାରତୀୟ ସେନା! ହେବ କି ବଡ଼ଯୁଦ୍ଧ

ନୂଆଦିଲ୍ଲୀ,୨୩।୪: ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଅତ୍ୟଧିକ ବୃଦ୍ଧି କରିଛି। ଏହି...

“ପହଲଗାମ ଆତଙ୍କବାଦୀ ଆକ୍ରମଣର ଖୁବ୍ ଶୀଘ୍ର କଡ଼ା ଜବାବ”: ରାଜନାଥ ସିଂହଙ୍କ ଚେତାବନୀ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ମର୍ମନ୍ତୁଦ ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କଡ଼ା ଚେତାବନୀ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri