Posted inଜାତୀୟ

ଅଯୋଧ୍ୟାରେ ପହଞ୍ଚିଲେ ମୋଦି

ଅଯୋଧ୍ୟା,୨୨ା୧: ସବୁରି ଆଖିରେ ଆନନ୍ଦ ଓ ସନ୍ତୋଷର ଅଶ୍ରୁ। ସମସ୍ତଙ୍କ ମୁହଁରେ ‘ଜୟ ଶ୍ରୀରାମ’ ଧ୍ୱନି।
ଅଯୋଧ୍ୟା ହିଁ ପ୍ରଭୁ ରାମଙ୍କ ଜନ୍ମସ୍ଥାନ ବୋଲି ଭାରତବର୍ଷରେ ହିନ୍ଦୁମାନଙ୍କର ବିଶ୍ୱାସ ରହିଆସିଛି। ପ୍ରାୟ ୫୦୦ ବର୍ଷ ଧରି ଯେଉଁ ମହାର୍ଘ୍ୟ ମୁହୂର୍ତ୍ତକୁ ଦେଶବାସୀ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ, ସେହି ଐତିହାସିକ କ୍ଷଣ ଉପନୀତ। ଅଯୋଧ୍ୟା ରାମମନ୍ଦିରରେ ସୋମବାର ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ତର ପ୍ରଦେଶ ସମେତ ସାରା ଦେଶ ଉତ୍ସବମୁଖର। ସନାତନ ସଂସ୍କୃତିର ଆତ୍ମା, ରଘୁନନ୍ଦନ ରାଘବ ରାମଲାଲା ନିଜ ଜନ୍ମଭୂମି ଅଓ୍ବଧପୁରୀର ଦିବ୍ୟ ସ୍ଥାନରେ ବିରାଜମାନ କରିସାରିଛନ୍ତି।

ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟା ବିମାନବନ୍ଦରରେ ପହଞ୍ଚିଛନ୍ତି। କିଛି ସମୟ ପରେ ସେ ହେଲିକପ୍ଟର ଯୋଗେ ଅଯୋଧ୍ୟା ଧାମ କମ୍ପ୍ଲେକ୍ସରେ ପହଞ୍ଚି ମହାନ ରାମମନ୍ଦିରର ଉଦ୍‌ଘାଟନ କରିବେ। ଅପରାହ୍ନ ୧୨ଟା ୨୦ରୁ ୪୦ ମିନିଟ ଧରି ଚାଲିବାକୁ ଥିବା ପ୍ରାଣପ୍ରତିଷ୍ଠା କରାଯିବ। ପ୍ରାଣପ୍ରତିଷ୍ଠା କାର୍ଯ୍ୟରେ ଯଜମାନୀ କରିବେ ମୋଦି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri