ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରିଯାପନ କରିବେ। ଆସନ୍ତାକାଲି ସକାଳେ ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ। ସକାଳ ୧୦ଟାରୁ ସାଢ଼େ ୧୧ଟା ଯାଏ ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ରହିବା କାର୍ଯ୍ୟକ୍ରମ ଥିବାବେଳେ ପରେ ସେ ଦିଲ୍ଲୀ ଫେରିଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri