ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ତାଙ୍କୁ ଭାଜପା ନେତୃବୃନ୍ଦ ଭବ୍ୟ ସ୍ବାଗତ କରିଛନ୍ତି। ବିମାନ ବନ୍ଦର ବାହାରେ ମୋଦିଙ୍କ ଗୋଟିଏ ଝଲକ ପାଇବାକୁ ଜନତାଙ୍କ ଗହଳି ଲାଗିଛି। ଏଠାରୁ ସେ ସିଧା ରାଜଭବନ ଯିବେ। ସେଠାରେ ରାତ୍ରୀ ଜାପନ କରି ସୋମବାର ସକାଳୁ ବ୍ରହ୍ମପୁର ଯିବାର କାର୍ଯ୍ୟକ୍ରମ ରହିଛି। ବ୍ରହ୍ମପୁରରୁ ସେ ସ୍ବତନ୍ତ୍ର ବିମାନ ଯୋଗେ ନବରଙ୍ଗପୁର ଯିବାର କାର୍ଯ୍ୟକ୍ରମ ଥିବା ଦଳୀୟ ସୂତ୍ରରୁ ଜଣାପଡିଛି। ସେଠାରେ ସେ ଏକ ଜନସଭାରେ ଉଦବୋଧନ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?