ଓଡ଼ିଶାରେ ପହଞ୍ଚିଲେ ମୋଦି: ଭବ୍ୟ ସ୍ବାଗତ

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍‌ରେ ଝାରସୁଗଡାରେ ପହଞ୍ଚିଛନ୍ତି। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଛନ୍ତି। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋପାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଯେପରି ସଫଳ ହେବ ସେଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଝାରସୁଗୁଡ଼ା ଗସ୍ତ କରି ସମୀକ୍ଷା କରିଛନ୍ତି। କାର୍ଯ୍ୟକ୍ରମ ସ୍ଥଳର ବ୍ୟବସ୍ଥାକୁ ମଧ୍ୟ ସେ ଗୋଟି ଗୋଟି କରି ଦେଖିବା ସହ ଯେଉଁଠି କିଛି ତ୍ରୁଟି ରହିଯାଇଛି ତୁରନ୍ତ ତାକୁ ଠିକ କରିବା ପାଇଁ ନିର୍ଦ୍ଦେଶ ଦେଇଥିବାର ଭିଡିଓ ସାମାଜିକ ଗଣମାଧ୍ୟମରୁ ଦେଖିବାକୁ ମିଳିଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri