Posted inଜାତୀୟ

ଲାଇଟ ଟାଓ୍ବାରରେ ଚଢିଥିବା ଯୁବତୀଙ୍କୁ ତଳକୁ ଓହ୍ଲାଇବାକୁ ଅନୁରୋଧ କଲେ ମୋଦି, ଭିଡିଓ ଭାଇରାଲ

ସିକନ୍ଦରାବାଦ,୧୩।୧୧: ଦେଶର ୫ଟି ରାଜ୍ୟରେ ଏବେ ନିର୍ବାଚନ ଋତୁ ଚାଲିଛି। ଏହାରି ଭିତରେ ପ୍ରଧାନମନ୍ତ୍ରୀ ଲଗାତାର ଭାବେ ନିର୍ବାଚନ ସଭାକୁ ସମ୍ବୋଧିତ କରୁଛନ୍ତି। ଏଥିରେ ସେ ଭାରତୀୟ ଜନତା ପାର୍ଟି(ଭାଜପା) ପାଇଁ ଭୋଟ ମାଗୁଛନ୍ତି। ଏହି କ୍ରମରେ ଶନିବାର ମୋଦି ତେଲଙ୍ଗାନାର ହାଇଦ୍ରାବାଦରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରୁଥିଲେ, ଠିକ ଏହିି ସମୟରେ ଏମିତି ଏକ ଘଟଣା ଘଟିଥିଲା ଯାହାର ଚର୍ଚ୍ଚା ଏବେ ସବୁଆଡେ ହେଉଛି।

ସୂଚନାଯୋଗ୍ୟ, ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦି ଏହି ସମାବେଶକୁ ସମ୍ବୋଧିତ କରିଥିଲେ, ଏକ ମୁହୂର୍ତ୍ତ ଆସିଲା ଯେତେବେଳେ ତାଙ୍କୁ ତାଙ୍କ ଭାଷଣ ବନ୍ଦ କରିବାକୁ ପଡିଲା। ସେ ଦେଖିଲେ ଯେ ଜଣେ ଯୁବତୀ ଲାଇଟ ଟାଓ୍ବାର ଉପରକୁ ଚଢୁଛନ୍ତି। ପ୍ରଧାନମନ୍ତ୍ରୀ ବାରମ୍ବାର ତାଙ୍କୁ ତଳକୁ ଓହ୍ଲାଇବାକୁ ଅନୁରୋଧ କରିଥିଲେ ଏବଂ କହିଥିଲେ ଯେ ବୈଦ୍ୟୁତିକ ତାରଗୁଡ଼ିକର ଅବସ୍ଥା ଭଲ ଦେଖାଯାଉ ନାହିଁ।
ଯେତେବେଳେ ଯୁବତୀ ଜଣଙ୍କ ପ୍ରଧାନମନ୍ତ୍ରୀଙ୍କୁ କିଛି କହିବା ଆରମ୍ଭ କଲେ, ସେତେବେଳେ ସେ ତାଙ୍କୁ ହିନ୍ଦୀରେ କହିଲେ, ଝିଅ ମୁଁ ତୁମ କଥା ଶୁଣିବି। ଦୟାକରି ଓହ୍ଲାଇ ଆସ। ସର୍ଟ ସର୍କିଟ ହୋଇପାରେ। ଏହା ଠିକ ନୁହେଁ । ମୁଁ କେବଳ ତୁମ ପାଇଁ ଏଠାକୁ ଆସିଛି। ଏପରି କାର୍ଯ୍ୟ କରିବାର କୌଣସି ଆବଶ୍ୟକତା ନାହିଁ। ପରେ ରାଜ୍ୟ ସଭା ଏମପି କେ ଲକ୍ଷ୍ମଣ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କୁହାଯାଇଥିବା ବାକ୍ୟକୁ ତେଲୁଗୁ ଭାଷାରେ ଅନୁବାଦ କରିବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri