Posted inଜାତୀୟ

ନାଁ ନ ନେଇ ପାକିସ୍ତାନ ଉପରେ ବର୍ଷିଲେ ମୋଦି

ନୂଆଦିଲ୍ଲୀ,୧୮।୧୧: ଆତଙ୍କବାଦ ପାଣ୍ଠି ଯୋଗାଡ ରୋକିବା ପାଇଁ ଦିଲ୍ଲୀରେ ଦୁଇ ଦିନିଆ ଅନ୍ତର୍ଜାତୀୟ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଆୟୋଜନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏହି ସମ୍ମିଳନୀକୁ ଉଦ୍‌ଘାଟନ କହିଛନ୍ତି, ଦଶନ୍ଧି ଧରି ବିଭିନ୍ନ ନାଁ ଏବଂ ରୂପରେ ଆତଙ୍କବାଦୀ ଭାରତକୁ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରିଛନ୍ତି। ଆମେ ହଜାର ହଜାର ମୂଲ୍ୟବାନ ଜୀବନ ହରାଇଛୁ କିନ୍ତୁ ସାହସର ସହିତ ଆତଙ୍କବାଦ ସହ ଲଢିଛୁ। ବିଶେଷ କଥା ହେଉଛି ଏହି ସମ୍ମିଳନୀ ଭାରତରେ ଅନୁଷ୍ଠିତ ହେଉଛି। ଆତଙ୍କବାଦ ହେଉଛି ମାନବିକତା, ସ୍ବାଧୀନତା ଏବଂ ସଭ୍ୟତା ଉପରେ ଆକ୍ରମଣ। ଆତଙ୍କବାଦୀ ସଂଗଠନ ଅନେକ ଉତ୍ସରୁ ଟଙ୍କା ପାଆନ୍ତି। ଗୋଟିଏ ଉତ୍ସ ହେଉଛି ରାଜ୍ୟ ସମର୍ଥନ।
ନାଁ ନ ରଖି ପାକିସ୍ତାନକୁ ଟାର୍ଗେଟ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, କେତେକ ଦେଶ ସେମାନଙ୍କର ବୈଦେଶିକ ନୀତିର ଏକ ଅଂଶ ଭାବରେ ଆତଙ୍କବାଦକୁ ସମର୍ଥନ କରୁଛନ୍ତି। ଏହି ଦେଶଗୁଡିକ ଆତଙ୍କବାଦୀଙ୍କୁ ଟଙ୍କା ଯୋଗାଉଛନ୍ତି।
ସୂଚନାଯୋଗ୍ୟ, ନଭେମ୍ବର ୧୮ ଏବଂ ୧୯ରେ ‘ଆତଙ୍କବାଦୀଙ୍କ ପାଇଁ କୌଣସି ଅର୍ଥ ନାହିଁ: ଆତଙ୍କବାଦ ମୁକାବିଲା ବିରୋଧରେ ମନ୍ତ୍ରୀମାନଙ୍କ ସମ୍ମିଳନୀ’ ଆୟୋଜନ ହେଉଛି। ଏଥିରେ ୭୫ଟି ଦେଶର ପ୍ରତିନିଧିମଣ୍ଡଳ ଭାଗ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri