Posted inଜାତୀୟ

ଶପଥ ଗ୍ରହଣ ପୂର୍ବରୁ ସମସ୍ତଙ୍କୁ ମୁଣ୍ଡ ନୁଆଇଁ ପ୍ରଣାମ କଲେ ମୋଦି

ନୂଆଦିଲ୍ଲୀ,୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ହେଲେ ସେ ଶପଥ ଗ୍ରହଣ କରିବା ପୂର୍ବରୁ ଯେତେବେଳେ ରାଷ୍ଟ୍ରପତି ଭବନରେ ପହଞ୍ଚିଥିଲେ ସେତେବେଳେ ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଆଉ ଷ୍ଟେଜ ଉପରକୁ ଆସିବା ପରେ ସେ ସମସ୍ତଙ୍କୁ ମୁଣ୍ଡ ନୁଆଇଁ ପ୍ରଣାମ କରିଥିବା ଦେଖାଯାଇଥିଲା।

ରବିବାର ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିଛନ୍ତି। ସେ ହେଉଛନ୍ତି ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଯିଏ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପୂର୍ବରୁ କେବଳ ପଣ୍ଡିତ ଜବାହର ଲାଲ ନେହେରୁ କ୍ରମାଗତ ତିନିଥର ପ୍ରଧାନମନ୍ତ୍ରୀ ଭାବରେ ଦେଶର ଦାୟିତ୍ୱ ଗ୍ରହଣ କରିଥିଲେ। ବିଦେଶୀ ଅତିଥିମାନଙ୍କ ଗହଣରେ ପ୍ରଧାନମନ୍ତ୍ରୀ ମୋଦି ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ ନେପାଳ, ମରିସସ, ଭୁଟାନ, ବାଂଲାଦେଶ, ମାଲଦ୍ୱୀପ, ଶ୍ରୀଲଙ୍କା ଏବଂ ସେଶଲ୍ସର ରାଷ୍ଟ୍ରପତିମାନେ ଯୋଗ ଦେଇଥିଲେ। ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’, ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ୱିକେରେମିସିଂହ ଏବଂ ଭୁଟାନର ରାଷ୍ଟ୍ରା ଧ୍ୟକ୍ଷ ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’

ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

ଗୋବିନ୍ଦାଙ୍କୁ ଫେରାଇ ଆଣିବାକୁ କୋମଲ ରାଣୀଙ୍କ ବିରୁଦ୍ଧରେ ମୁହଁ ଖୋଲିଲେ ସୁନିତା! ହାତଯୋଡି କଲେ ନିବେଦନ, ଭିଡ଼ିଓ ଦେଖିଲେ…

ମୁମ୍ବାଇ,୨୬।୯: ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଆସୁଛି। ଖବର ଅନୁଯାୟୀ, ସୁନିତା ଅଭିଯୋଗ କରିଛନ୍ତି ଯେ ଗୋବିନ୍ଦାଙ୍କର କୋମଲ ରାଣୀ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ

ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?