Posted inଜାତୀୟ

ଆଉ ବର୍ଷେ ଯାଏ ମିଳିବ ‘ମାଗଣା ରାସନ’

ନୂଆଦିଲ୍ଲୀ,୨୩।୧୨: ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ଦେଶର ଗରିବ ଲୋକଙ୍କୁ ମିଳୁଥିବା ମାଗଣା ରାସନ ଯୋଜନାକୁ ଆଉ ଏକ ବର୍ଷକ ଯାଏ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ଶୁକ୍ରବାର କ୍ୟାବିନେଟ୍‌ ବୈଠକରେ ଏହି ବଡ ନିଷ୍ପତ୍ତି ନିଆଯାଇଛି। ୨୦୨୦ରେ କରୋନା କାରଣରୁ ଲକ୍‌ଡାଉନ୍‌ ପରେ ଏହି ଯୋଜନା ଆରମ୍ଭ କରାଯାଇଥିଲା। ଏବେ ଆଉ ଏକ ବର୍ଷ ପାଇଁ ୮୧.୩ କୋଟି ଲୋକଙ୍କୁ ମାଗଣା ଖାଦ୍ୟଶସ୍ୟ ବଣ୍ଟନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

କେନ୍ଦ୍ର ଖାଦ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ କ୍ୟାବିନେଟ ବୈଠକରେ କହିଛନ୍ତି, ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ଗରିବ ଲୋକଙ୍କୁ ମାଗଣାରେ ରାସନ ଦେବା ପାଇଁ ପ୍ରାୟ ଦୁଇ ଲକ୍ଷ କୋଟି ଟଙ୍କା ହେବ। ଏହି ଭାର କେନ୍ଦ୍ର ସରକାର ବହନ କରିବେ।

୨୮ ମାସରେ ୧.୮୦ ଲକ୍ଷ କୋଟି ଖର୍ଚ୍ଚ ହୋଇଛି:
କରୋନା ପରେ, ଏହି ଯୋଜନା ଯୋଗୁଁ କୋଟି କୋଟି ଲୋକ ଉପକୃତ ହୋଇଛନ୍ତ। ସରକାରୀ ତଥ୍ୟ ଅନୁଯାୟୀ, ଗତ ୨୮ ମାସ ମଧ୍ୟରେ କେନ୍ଦ୍ର ସରକାର ଏହି ଯୋଜନାରେ ୧.୮୦ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ସେପ୍ଟେମ୍ବରରେ, ସରକାର PMGKAY ସମୟସୀମାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ତିନିମାସ ବୃଦ୍ଧି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ

ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ…

ଶ୍ରୀମନ୍ଦିରରେ ଚାଲିଥିଲା ମଙ୍ଗଳ ଆଳତି, ଭକ୍ତଙ୍କ ସୁନା ଚେନ୍‌ ଲୁଟିନେଲେ ଚୋର: ଆଉ ତା’ପରେ ଘଟିଲା…

ପୁରୀ,୮।୬(ଅଜିତ ମହାନ୍ତି): ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଜଣେ ବ୍ୟକ୍ତି ଜଣେ ଭକ୍ତଙ୍କଠାରୁ ସୁନା ଚେନ ଚୋରି କରି ନେଇଥିଲେ। ମଙ୍ଗଳ ଆଳତି ବେଳେ ଏହି ଘଟଣା ଘଟିଥିବା…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ଟେଷ୍ଟ କ୍ରିକେଟ ଇତିହାସରେ…

ଚଣ୍ଡିଗଡ଼,୮।୬: ଏକମାତ୍ର ଟେଷ୍ଟରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ଏକ ଇନିଂସ ଏବଂ ୩୦୦ ରନରେ ପରାସ୍ତ କରିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଟିମ ଇଣ୍ଡିଆର ସବୁଠାରୁ…

୧୦୯ ବର୍ଷ ପରେ ଏହି କାମ କରିବାକୁ ଯାଉଛି ଆମେରିକା: ବିଶ୍ୱରେ ପଡ଼ିଲା ଚହଳ

ଓ୍ବାଶିଂଟନ୍‌,୮।୬:ବିଶ୍ୱର ସର୍ବଶ୍ରେଷ୍ଠ ଶକ୍ତି ଭାବରେ ବିବେଚିତ ଯୁକ୍ତରାଷ୍ଟ୍ର ପୁଣି ଥରେ ଅନ୍ୟ ଏକ ରାଷ୍ଟ୍ରରୁ ଅଞ୍ଚଳ କିଣିବା ବିଷୟରେ ଚିନ୍ତା କରୁଛି। ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ଡୋନାଲ୍ଡ…

ଦିଲ୍ଲୀରେ ଗର୍ଜିଲେ ମମତା: ଇଣ୍ଡିଆ ମେଣ୍ଟ ବୈଠକରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୮।୬: ବିରୋଧୀ ମେଣ୍ଟ ଇଣ୍ଡିଆ ବ୍ଲକରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ଅର୍ଥନୈତିକ, ସାମାଜିକ ଏବଂ ବୈଦେଶିକ ନୀତି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରିବା ପାଇଁ…

ଦିଲ୍ଲୀ ରାଜନୀତିରେ ହଲଚଲ! ମୋଦିଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ, ସରକାର…

ନୂଆଦିଲ୍ଲୀ,୮ା୬: ଇଣ୍ଡିଆ ମେଣ୍ଟ ବୈଠକରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ସୂତ୍ର ଅନୁଯାୟୀ, ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୈଠକ ସମୟରେ…

ଦାରିଙ୍ଗବାଡ଼ିରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ, ୩ ଜଣଙ୍କୁ ଧରି…

ଦାରିଙ୍ଗବାଡ଼ି,୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ କର୍ନାଟକ ରାଜ୍ୟ ବେଙ୍ଗାଲୁରୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ। ୨୩ କେଜି ଗଞ୍ଜେଇକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri