Posted inଜାତୀୟ

କ୍ୟାବିନେଟ ସମ୍ପ୍ରସାରଣ ପୂର୍ବରୁ ବଡ଼ ହଇଚଇ: ନିଶଙ୍କ-ଗଙ୍ଗଓ୍ବାର-ଦେବଶ୍ରୀ ମନ୍ତ୍ରିମଣ୍ଡଳରୁ ଦେଲେ ଇସ୍ତଫା

ନୂଆଦିଲ୍ଲୀ,୭।୭: କେନ୍ଦ୍ର କ୍ୟାବିନେଟରେ ବୁଧବାର ସନ୍ଧ୍ୟାରେ ବଡ଼ ପରିବର୍ତ୍ତନ ହେବ। ହେଲେ ଏହା ପୂର୍ବରୁ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ମନ୍ତ୍ରିମଣ୍ଡଳରେ ନୂଆ ନାମ ଯୋଡ଼ି ହେବା ପୂର୍ବରୁ କେତେକ ପୁରୁଣା ନାମ ବାଦ୍‌ ପଡ଼ିଛନ୍ତି। ଏହି ତାଲିକାରେ ଶିକ୍ଷାମନ୍ତ୍ରୀ ମଧ୍ୟ ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ, କରୋନା ହେବା ପରଠାରୁ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ରହୁନାହିଁ। ତେଣୁ ସ୍ବାସ୍ଥ୍ୟଗତ କାରଣ ଯୋଗୁ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାହାର କରିଦିଆଯାଇଛି। ରମେଶଙ୍କ ବ୍ୟତୀତ ବରେଲିର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ଓ ପଶ୍ଚିମ ବଙ୍ଗର ଭାଜପା ଏମ୍‌ପି ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ଦେବଶ୍ରୀ ଚୌଧୁରୀ, ସାର ଓ ରସାୟନିକ ମନ୍ତ୍ରୀ ସଦାନନ୍ଦ ଗୌଡା ମଧ୍ୟ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏମାନଙ୍କ ବଦଳରେ କିଛି ନୂଆ ଚେହେରା ମନ୍ତ୍ରିମଣ୍ଡଳରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri