Posted inଜାତୀୟ

ଅଧା ରାତିରେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ କାଶୀ ରାସ୍ତାରେ ବାହାରିଲେ ମୋଦି

ବାରାଣସୀ,୧୪ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବିଳମ୍ବିତ ରାତ୍ରୀରେ ସଡ଼କରେ ଚାଲି ଚାଲି ଯାଇ ପ୍ରମୁଖ ବିକାଶ କାର୍ଯ୍ୟର ନିରିକ୍ଷଣ କରିଛନ୍ତି । ଏହାସହ ମୋଦି କହିଛନ୍ତି ଏହି ପବିତ୍ର ସହରର ସର୍ବୋତ୍ତମ ବିକାଶ ଆମ ସରକାରର ପ୍ରୟାସ । ରାତି ପ୍ରାୟ ୧୨ଟା ୫୨ରେ ସେ ଟୁଇଟ୍ କରି କହିଛନ୍ତି କାଶୀରେ ପ୍ରମୁଖ ବିକାଶ କାର୍ଯ୍ୟର ନିରିକ୍ଷଣ କରାଗଲା । ଏହି ପବିତ୍ର ସହରର ସର୍ବୋତ୍ତମ ଉନ୍ନତି ଆମ ସରକାରଙ୍କ ଲକ୍ଷ୍ୟ । ଅଧା ରାତିରେ ଏହି ନିରିକ୍ଷଣ ସମୟରେ ମୋଦିଙ୍କ ସହ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବି ଥିଲେ । ଏହି ସମୟରେ ମୋଦିଙ୍କୁ ଅଭିବାଦନ ଜଣାଇବାକୁ ଅପେକ୍ଷା ରଖିଥିବା ସାଧାରଣ ଜନତାଙ୍କୁ ହାତ ହଲାଇ ଅଭିବାଦନ ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୀଡ଼ିତାଙ୍କୁ ଧମକ, ପିତାଙ୍କୁ ହତ୍ୟା

ଲକ୍ଷ୍ନୌ,୩ା୩ : ଦୟାକରି ମୋତେ ନ୍ୟାୟ ଦିଅ। ପ୍ରଥମେ ସେ ମୋତେ ବଳାତ୍କାର କରିଥିଲେ। ଏବେ ମୋ ବାପାଙ୍କୁ ଗୁଳି କରି ମାରିଦେଇଛନ୍ତି। ମୋତେ ନ୍ୟାୟ...

ଶିବସେନା ଶାଖା ଉପରେ ଶିନ୍ଦେଙ୍କ ନଜର…

ମୁମ୍ବାଇ,୧୯।୨ : ଶିବସେନା ଶାଖାଗୁଡ଼ିକୁ ଦଳର ମୂଳ ଭିତ୍ତିଭୂମି ଏବଂ ମେରୁଦଣ୍ଡ ଭାବରେ ବିବେଚନା କରାଯାଏ। ଯେପର୍ଯ୍ୟନ୍ତ ଶାଖା ଅଛନ୍ତି, ଉଦ୍ଧବ ଠାକରେ ପରିବାର ମହାରାଷ୍ଟ୍ର...

ସେଲ୍‌ଫି ନେବା ବାହାନାରେ ୧୦ ରାଜନେତାଙ୍କ ପକେଟ୍‌ମାର

ଜଳନ୍ଧର,୩୦।୫: ପଞ୍ଜାବ ଫତେହଗଡ଼ ସାହିବ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଏକ ସମ୍ବର୍ଦ୍ଧନା ସଭାରେ ଯୋଗଦେଇଥିବା ୧୦ ରାଜନେତାଙ୍କ ସହିତ ସେଲ୍‌ଫି ନେବା ବାହାନାରେ...

ଆତଙ୍କବାଦୀଙ୍କ ସହଯୋଗୀଙ୍କ ପାଖରେ ଚାଇନିଜ୍‌ ଗ୍ରେନେଡ୍‌

ଶ୍ରୀନଗର,୧।୩: ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ଗନ୍ଦରବାଲ ଏବଂ ବଡ଼ଗାଓ୍ବଁରେ ମିଳିତ ସର୍ଚ୍ଚ ଅପରେଶନ ସମୟରେ ଆତଙ୍କବାଦୀଙ୍କ ୫ ସହଯୋଗୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ...

ଟିକା ଭୟରେ ନଦୀକୁ ଡେଇଁଲେ ୨ ଶହ ଲୋକ

ଲକ୍ଷ୍ନୌ,୨୪ା୫: ଏବେ ବି’ ଲୋକଙ୍କ ମନରୁ ଯାଇନି କରୋନା ଟିକାର ଭୟ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ବାରାବାଙ୍କି ଜିଲା ସିସୋଦା ଗ୍ରାମରେ।...

ଭାଜପା ନେତା ଶ୍ରୀକାନ୍ତ ତ୍ୟାଗୀ ଗିରଫ

ଲକ୍ଷ୍ନୌ,୯।୮: ନୋଏଡ଼ା ହାଉସିଂ ସୋସାଇଟିରେ ପଡୋଶୀ ମହିଳାଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ କରିବା ଅଭିଯୋଗରେ ସ୍ଥାନୀୟ ଭାଜପା ନେତା ଶ୍ରୀକାନ୍ତ ତ୍ୟାଗୀଙ୍କୁ ଗିରଫ କରାଯାଇଛି।...

ମିରଟ ଏସ୍‌ପିଙ୍କୁ ସମର୍ଥନ କଲେ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୯।୧୨: ସିଏଏ ହିଂସା ସମୟର ଭାଇରାଲ ହୋଇଥିବା ମିରଟ ସିଟି ଏସ୍‌ପି ଅଖିଳେଶ ନାରାୟଣଙ୍କ ଏକ ଭିଡ଼ିଓକୁ ନେଇ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ...

ଗୁରୁଗ୍ରାମରୁ ବିହାର ପର୍ଯ୍ୟନ୍ତ ସାଇକେଲରେ ଯାତ୍ରା କରିଥିବା ଜ୍ୟୋତିଙ୍କ ସମ୍ମାନରେ ଡାକ ଟିକେଟ ଜାରି

ପାଟନା,୨୫।୫: ଲକ୍‌ଡାଉନ ଯୋଗୁ ବାହାରେ ଫସିରହିଥିବା ଜ୍ୟୋତି ଓ ତାଙ୍କ ପିତାଙ୍କୁ ନେଇ ଏବେ ଚର୍ଚ୍ଚା ଚାରିଆଡେ। ପିତାଙ୍କୁ ସାଇକେଲରେ ବସାଇ ଗୁରୁଗ୍ରାମରୁ ବିହାର ଦରଭଙ୍ଗା...

Advertisement
Archives

Model This Week